ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି ତେବେ ହୋଇଯାନ୍ତୁ ସାବଧାନ । କାରଣ ମସ୍ତିଷ୍କକୁ ସୁସ୍ଥ ରଖିବାକୁ ହେଲେ ଭଲ ନିଦ ହେବାର ଆବଶ୍ୟକତା ରହିଛି । ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଟୁଇଟ କରି ଏନେଇ ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଇଛନ୍ତି । ଟିପ୍ସ ଦେଉଦେଉ ଡିସିପି ନିଜର ପୁରୁଣା ଦିନର କଥା ମନ ପକାଇଛନ୍ତି ।

ଶୃଙ୍ଖଳିତ ଜୀବନ ଜିଇଁବା କେତେ ଆବଶ୍ୟକ ସେ କଥା କହିଛନ୍ତି ପ୍ରତୀକ ସିଂ । ସୁସ୍ଥ ରହିବାକୁ ହେଲେ ଖାଦ୍ୟ ଯେତିକି ଜରୁରୀ ଶରୀର ଓ ମସ୍ତିଷ୍କକୁ ସେତିକି ବିଶ୍ରାମର ଆବଶ୍ୟକତା ରହିଛି । ଆଉ ଏଥିପାଇଁ ୬ରୁ ୭ ଘଣ୍ଟା ଶୋଇବା ନିହାତି ଦରକାର ବୋଲି ପରାମର୍ଶ ଦେଇଛନ୍ତି ଡିସିପି। ପାଠପଢା ହେଉ ଅବା କର୍ମକ୍ଷେତ୍ର ମଣିଷ ଏଭଳି ବ୍ୟସ୍ତ ହୋଇଗଲାଣି ଯେ, ନିଜ ପାଇଁ ସମୟ ବାହାର କରିବାକୁ ଅସମର୍ଥ ହୋଇଯାଉଛି । ତେଣୁ ନିଜ ସ୍ବାସ୍ଥ୍ୟ ସହ ଖାଦ୍ୟlପେୟର ବି ଯତ୍ନ ନେବାକୁ ଏ ଟୁଇଟ କରି ପରାମର୍ଶ ଦେଇଛନ୍ତି ପ୍ରତୀକ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?