ଅପମାନ ଦେଇଥିବା ଲୋକକୁ କିପରି କରିବେ ପରାସ୍ତ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନକୁ ସଫଳ କରିବା ପାଇଁ ଅନେକ କିଛି ବର୍ଣ୍ଣନା କରିଛନ୍ତି। ସେ ଏକ ଶ୍ଳୋକ ମାଧ୍ୟମରେ ଅପମାନର ପ୍ରତିଶୋଧ ନେବା ଓ ଶତ୍ରୁକୁ ପରାସ୍ତ କରିବା ବିଷୟରେ କହିଛନ୍ତି। ଜାଣନ୍ତୁ ସେ ସମ୍ପର୍କରେ…

ଅପମାନକୁ ନେଇ ଚାଣକ୍ୟ କହିଛନ୍ତି, ଯଦି ଜଣେ ଅପମାନିତ ହୁଏ, ତେବେ ଚୁପ ରହିବା ଆବଶ୍ୟକ। ଅପମାନ ଦେଇଥିବା ବ୍ୟକ୍ତିଙ୍କୁ ଦେଖି ହସିଦେବା ଉଚିତ୍‌। ନିରବତା ହେଉଛି ସବୁଠାରୁ ବଡ ଅସ୍ତ୍ର। ନୀରବଥିଲେ, ସାମ୍ନାରେ ଥିବା ବ୍ୟକ୍ତି ଆପଣଙ୍କ ଅବସ୍ଥା ବିଷୟରେ ଜାଣିବାକୁ ଅସମର୍ଥ ହେବ।

ସେ କହିଛନ୍ତି, ଜଣେ ବ୍ୟକ୍ତି ନିଜ ଶତ୍ରୁ ବିଷୟରେ ସମ୍ପୂର୍ଣ୍ଣ ଜ୍ଞାନ ଅର୍ଜନ କରିବା ଅତ୍ୟନ୍ତ ଜରୁରୀ । ଶତ୍ରୁ ଦୁର୍ବଳ କି ବଳଶାଳୀ ନ ଜାଣିଲେ ତାଙ୍କ ବିରୋଧରେ କୌଣସି ନୀତି ପ୍ରସ୍ତୁତ କରାଯାଇପାରିବ ନାହିଁ ।

ଆହୁରି ମଧ୍ୟ ସେ କହିଛନ୍ତି, ଯଦି ଶତ୍ରୁ ତୁମ ସମକକ୍ଷ, ତେବେ ତାଙ୍କୁ ନମ୍ର କିମ୍ବା ବଳପୂର୍ବକ ପରାସ୍ତ କରାଯିବା ଉଚିତ୍‌। ଅସ୍ତ୍ରଶସ୍ତ୍ରରେ ଆକ୍ରମଣ କରିବା ପୂର୍ବରୁ ସେମାନଙ୍କୁ ଜାଲରେ ପକାଇବା ଉଚିତ, ଯାହାଫଳରେ ସେମାନେ ଚାହିଁଲେ ମଧ୍ୟ ବାହାରକୁ ଯାଇ ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବଜନ୍ମର କର୍ମଯୋଗୁ ବ୍ୟକ୍ତିକୁ ମିଳିଥାଏ ଏହି ୬ ଜିନିଷ: ଆପଣଙ୍କ ପାଖରେ ଅଛି ତ…

ଭାରତର ମହାନ ରାଜନୀତିଜ୍ଞ ତଥା ଅର୍ଥଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଅନେକ ବିଷୟରେ ଉଲ୍ଲେଖ କରିଛନ୍ତି। ତନ୍ମଧ୍ୟରୁ ଗୋଟିଏ ହେଲା ପୂର୍ବଜନ୍ମର କର୍ମ...

ମେଦବହୁଳତା ଓ ଆଜ୍‌ମା

ଆଜ୍‌ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ।...

କରୋନା ଭାଇରସ୍‌ର ଲକ୍ଷଣ ଏବଂ ପ୍ରତିକାର

ସାରା ବିଶ୍ୱକୁ ଏବେ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ବ୍ୟାପିଥିବା ଏହି ଭାଇରସ୍‌ ପ୍ରାୟ ୨୫ ଦେଶକୁ କବଳିତ କରିସାରିଲାଣି। କେବଳ...

ସୁସ୍ଥ ମସ୍ତିଷ୍କ ପାଇଁ ଗାଣିତିକ ଫର୍ମୁଲା

ଶୋଇବା ଅବସ୍ଥାରେ କୌଣସି ଦୁର୍ଘଟଣା ଘଟିଲେ ତାହା ମସ୍ତିଷ୍କର କାର୍ଯ୍ୟଧାରାକୁ ଅନେକାଂଶରେ ପ୍ରଭାବିତ କରିଥାଏ। ହେଲେ ନିକଟରେ ଜର୍ମାନୀର ବୈଜ୍ଞାନିକମାନେ ଏପରି ଏକ ଉପାୟ ବାହାର...

ଚକ୍‌ଲେଟି ବ୍ରେଡ୍‌ ରୋଲ୍‌

ଆବଶ୍ୟକ ସାମଗ୍ରୀ: ୮ଟି ବ୍ରେଡ୍‌ ସ୍ଲାଇସ୍‌, ୪ ଟି ସ୍ପୁନ୍‌ କୋକୋ ପାଉଡର, ୨ ଟେବୁଲ୍‌ ସ୍ପୁନ୍‌ କଟା ହୋଇଥିବା ଡ୍ରାଏ ଫ୍ରୁଟ୍ସ, ୨ ଟିସ୍ପୁନ୍‌...

ଦାମୀ ସନ୍‌ଗ୍ଲାସ୍‌: ଯାହାକୁ କେବଳ ଦେଖିବା ସାର

ବିନା ସନ୍‌ଗ୍ଲାସ୍‌ରେ ଖରାଦିନ କଥା ଭାବି ହୁଏନା। ଏହା ଯେ କେବଳ ଉତ୍ତାପରୁ ଆଖିକୁ ଆରାମ ଦିଏ ତାହା ନୁହେଁ ଲୁକ୍‌କୁ ଷ୍ଟାଇଲିଶ୍‌ ବି କରାଏ।...

ନିଶା ନୁହେଁ ମହୌଷଧି

ପ୍ରକୃତି ଏବଂ ପ୍ରାକୃତିକର ବିକଳ୍ପ ନାହିଁ। ପ୍ରକୃତି ତାହାର ସନ୍ତାନମାନଙ୍କର ସମସ୍ତ ଆବଶ୍ୟକତା ଓ ସମସ୍ୟାର ସମାଧାନ ପାଇଁ ନିଜ କୋଳରେ ସମସ୍ତ ସାମଗ୍ରୀ ମହଜୁଦ...

ସପ୍ତାହରେ ଥରେ ପିଅନ୍ତୁ ଛେଳି କ୍ଷୀର ଡେଙ୍ଗୁରୁ ରହିବେ ଦୂରେଇ…

ଛେଳି କ୍ଷୀର ଅନେକ ପୋଷକ ତତ୍ତ୍ୱର ଭରପୁର। ସପ୍ତାହରେ ଥରେ ଛେଳି କ୍ଷୀର ପିଇଲେ ଡେଙ୍ଗୁରୋଗର ହେବାର ଆଶଙ୍କା ନ ଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ...

Advertisement
Archives

Model This Week