ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅଫିସରେ କେମିତି ମିଳେ ଚାକିରି, କ’ଣ ଆପଣ ବି କରିପାରିବେ ଆବେଦନ

ଓ୍ବାଶିଂଟନ୍‌,୭।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଐତିହାସିକ ବିଜୟ ହାସଲ କରିଛନ୍ତି। ବର୍ତ୍ତମାନ ସେ ହ୍ବାଇଟ ହାଉସରୁ ସରକାର ଚଳାଇବେ। ସୁପରପାଓ୍ବାରଙ୍କ କାର୍ଯ୍ୟାଳୟ ଭାବେ ପରିଚିତ ହ୍ବାଇଟ ହାଉସ ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ରହିଥାଏ। ତେବେ ଆପଣ ହ୍ବାଇଟ ହାଉସରେ କାମ କରିବାକୁ ଚାହୁଁଥିଲେ ଏଥିପାଇଁ କିପରି ସୁଯୋଗ ମିଳିବ। ଜାଣନ୍ତୁ…

ହ୍ବାଇଟ ହାଉସରେ ଅଧିକାଂଶ ନିଯୁକ୍ତି ରାଷ୍ଟ୍ରପତିଙ୍କ କୋର୍‌ ଟିମ୍‌ ଦ୍ୱାରା କରାଯାଇଥାଏ। ଯଦି ଆପଣା ଏଠାରେ କାମ କରିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ହାଉସର ଅଫିସିଆଲ କ୍ୟାରିୟର ପୋର୍ଟାଲ ମାଧ୍ୟମରେ ଆବେଦନ କରିବାକୁ ପଡିବ।

କହିରଖୁଛୁ, ଆପଣ ହ୍ବାଇଟ ହାଉସର ଅଫିସିଆଲ ୱେବସାଇଟକୁ ଯିବା ମାତ୍ରେ ସେଠାରେ ଯୋଗ ଦେବାର ବିକଳ୍ପ ପାଇବେ। ଏହାପରେ ଡୋନାଲ୍ଡ ଟ୍ରମ୍ପ ଆଡମିନିଷ୍ଟ୍ରେସନରେ ଯୋଗଦେବା ପାଇଁ ଲିଙ୍କ ଆପଣଙ୍କ ଓ୍ବିଣ୍ଡରେ ଖୋଲିବ। ଆପଣଙ୍କୁ ଏହି ଲିଙ୍କରେ ସମ୍ପୂର୍ଣ୍ଣ ସୂଚନା ପୂରଣ କରିବାକୁ ପଡିବ।

ଚାକିରି ପାଇବା ପୂର୍ବରୁ ଆପଣଙ୍କ ଅପରାଧିକ ଇତିହାସ, ଆର୍ଥିକ ସ୍ଥିତି ଏବଂ ବୃତ୍ତିଗତ ବୃତ୍ତି ମଧ୍ୟ ପରୀକ୍ଷା କରାଯାଏ। ଏଥସହିତ ପ୍ରାର୍ଥୀଙ୍କ ରାଜନୈତିକ ଦୃଷ୍ଟିକୋଣ, ତାଙ୍କର ବୃତ୍ତିଗତ ସମ୍ପର୍କ ଏବଂ ସୁରକ୍ଷା ସମ୍ବନ୍ଧୀୟ ବିଷୟଗୁଡ଼ିକ ମଧ୍ୟ ପରୀକ୍ଷା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଶେଷ ହେଲା ଯୁଦ୍ଧ! ପ୍ରଥମଥର ପାଇଁ ଇରାନ ନେଇଛି ଏହି ପ୍ରମୁଖ ପଦକ୍ଷେପ… ଅକାମୀ ହୋଇଗଲାଣି ଇସ୍ରାଏଲର ପ୍ରତିରକ୍ଷା ବ୍ୟବସ୍ଥା…

ଜେରୁଜେଲମ,୧୬।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ୧୫ ଦିନରୁ ଅଧିକ ସମୟ ବିତିଗଲାଣି। ଏହା ମଧ୍ୟରେ, ରିପୋର୍ଟ ଆସିଛି ଯେ ଇରାନର IRGC (ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri