ଶ୍ରାବଣ ମାସରେ କିପରି ପାଇବ ପ୍ରଭୁଙ୍କ କୃପା…

ହିନ୍ଦୁ ଧର୍ମରେ ଶ୍ରାବଣ ମାସର ବିଶେଷ ମହତ୍ତ୍ୱ ରହିଛି। ଭଗବାନ ଶିବଙ୍କୁ ଏହି ପବିତ୍ର ମାସରେ ନିଷ୍ଠାର ସହ ଉପାସନା କଲେ ପ୍ରଭୁ କୃପା ମିଳିବା ସହ ରୋଗବ୍ୟାଧିରୁ ମୁକ୍ତି ମିଳିଥାଏ ବୋଲି ବିଶ୍ୱାସ ଅଛି। ତେବେ ଏହି ମାସରେ ଆଉ କ’ଣ କରିବା ଶୁଭ ହୋଇଥାଏ ଜାଣନ୍ତୁ ସେ ସମ୍ପର୍କରେ…
* ଏହି ମାସରେ ବ୍ରାହ୍ମଣ ତଥା ଗରିବ, ଅସହାୟ ଲୋକଙ୍କୁ ଦାନପୁଣ୍ୟ କରିବା ଶୁଭ। ଖାସ୍‌ କରି ଅନ୍ନ, ବସ୍ତ୍ର, ଜଳ, ଛତା ତଥା ଧାର୍ମିକ ପୁସ୍ତକ ଦାନ କରିବା ଉତ୍ତମ ଫଳ ପ୍ରଦାନ କରିଥାଏ।
* ମନରେ କ୍ରୋଧ, ଲୋଭ, ହିଂସା ନ ରଖି, କାହା ପ୍ରତି ଅପଶବ୍ଦ ବ୍ୟବହାର ନ କରି ଉତ୍ତମ ଆଚରଣ କଲେ ପ୍ରଭୁ ସନ୍ତୁଷ୍ଟ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି।
* ତାମସିକ ଭୋଜନ ପରିବର୍ତ୍ତେ ସାତ୍ତ୍ୱିକ ଭୋଜନ କରିବା ଏ ମାସରେ ଶୁଭ ହୋଇଥାଏ।
* ଏହି ମାସରେ ଦେବ ଦେବ ମହାଦେବଙ୍କୁ ବେଲପତ୍ର, ଦୁଦୁରା ଫୁଲ ଆଦି ଅର୍ପଣ କରିବା ଶୁଭ ହୋଇଥାଏ।
* ଏହି ପବିତ୍ର ମାସରେ ରୁଦ୍ରାଭିଷେକ କରାଇବା ମଧ୍ୟ ଅତ୍ୟନ୍ତ ଶୁଭ ହୋଇଥାଏ। ପ୍ରଭୁଙ୍କର କରୁଣା ଥିଲେ ପୂଜା ସଫଳ ହୋଇ ମନୋସ୍କାମନା ପୂରଣ ହୁଏ।
* ଏହି ମାସରେ ପ୍ରତିଦିନ ବିଶେଷକରି ସୋମବାର ଦିନ ପବିତ୍ର ମନରେ ୧୦୮ ଥର ଓଁନମଃ ଶିବାୟ ଏବଂ ମହା ମୃତ୍ୟୁଞ୍ଜୟ ମନ୍ତ୍ର ଜପ କଲେ ପ୍ରଭୁ ପ୍ରସନ୍ନ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି।
* ଗୋ-ସେବା କରିବା ମଧ୍ୟ ଏହି ମାସରେ ଶୁଭ ଫଳ ପ୍ରଦାନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri