କେମିତି ବଢ଼ିବ ବାପା-ପୁଅଙ୍କ ଭିତରେ ସମ୍ପର୍କ

ଅନେକ ସମୟରେ ଛୋଟଛୋଟ କଥାକୁ ନେଇ ବାପା-ପୁଅଙ୍କ ଭିତରେ ମନମତାନ୍ତର ହେଉଥିବାର ଦେଖିବାକୁ ମିଳିଥାଏ। ଏହା ପଛରେ ବି ବାସ୍ତୁଦୋଷ ରହୁଥିବା ଅନୁମାନ କରାଯାଏ। ତେବେ କ’ଣ ସେହି ବାସ୍ତୁଦୋଷ ଆଉ କ’ଣ ରହିଛି ତା’ର ପ୍ରତିକାର ଆସନ୍ତୁ ଜାଣିବା ସେ ସମ୍ପର୍କରେ…

*ବାସ୍ତୁଶାସ୍ତ୍ର ଅନୁସାରେ ଘରର ଉତ୍ତର-ପୂର୍ବ ଦିଗରେ ଯଦି ଅଳିଆ ଆବର୍ଜନା ଜମା ରହୁଥିବ, ତା’ହେଲେ ତାହା ଗୃହରେ ନକାରାତ୍ମକ ଉର୍ଜ୍ଜା ଉତ୍ପନ୍ନ କରିବା ସହ ବାପା-ପୁଅଙ୍କ ଭିତରେ ତିକ୍ତତା ସୃଷ୍ଟି କରିବ।
*ତେଣୁ ଏଥିରୁ ମୁକ୍ତି ପାଇବା ପାଇଁ ଘରର ଉତ୍ତର-ପୂର୍ବ କୋଣକୁ ସର୍ବଦା ସଫାସୁତୁରା ରଖିବା ଦରକାର।
*ସେହିପରି କୁହାଯାଏ, ଉତ୍ତର-ପୂର୍ବ କୋଣରେ କୌଣସି ଭାରି ଜିନିଷ ରଖିଲେ କିମ୍ବା ଏହି ଦିଗରେ ରୋଷେଇଘର ଅଥବା ଶୌଚାଳୟ ଥିଲେ, ଏହା ମଧ୍ୟ ବାପା-ପୁଅଙ୍କ ସ୍ବାସ୍ଥ୍ୟ ଉପରେ ପ୍ରତିକୂଳ ପ୍ରଭାବ ପକାଇଥାଏ।
*ଅନ୍ୟପକ୍ଷେ ଉତ୍ତର-ପୂର୍ବ କୋଣରେ କିଛି ବି ଜ୍ୱଳନଶୀଳ ପଦାର୍ଥ ଅବା ଗରମ ଉତ୍ପନ କରୁଥିବା କୌଣସି ଉପକରଣ ରଖିଥିଲେ, ଏହାର ପ୍ରଭାବରେ ପୁଅମାନଙ୍କର ବ୍ୟବହାର ଖୁବ୍‌ ରୁକ୍ଷ ହୋଇଥାଏ, ଯଦ୍ଦ୍ବାରା ସେମାନେ ବାପାଙ୍କର କୌଣସି କଥାକୁ ବି ସହଜରେ ଗ୍ରହଣ କରି ନଥାନ୍ତି।
*ସେହିପରି ଘରର ଉତ୍ତର-ପୂର୍ବ କୋଣ ଯଦି ଅନ୍ୟ କୋଣ ତୁଳନାରେ ସାମାନ୍ୟ ଉଚ୍ଚା ହୋଇଥାଏ, ତା’ହେଲେ ଏହାର କୁ-ପ୍ରଭାବ ମଧ୍ୟ ବାପା-ପୁଅଙ୍କ ସମ୍ପର୍କ ଉପରେ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri