ଧାର୍ମିକ ପୁସ୍ତକର ଅଧ୍ୟୟନ ମନକୁ ଶାନ୍ତି ଦେବା ସହ ଉଚିତ୍ ମାର୍ଗ ଦେଖାଇଥାଏ। ଏହି ପୁସ୍ତକଗୁଡ଼ିକୁ ପବିତ୍ର ବୋଲି କୁହାଯାଏ। ତେଣୁ ଏହାକୁ ଉପଯୁକ୍ତ ସମ୍ମାନ ଦେବା ସହିତ ଖୁବ୍ ଯତ୍ନର ସହ ସାଇତି ରଖିବା ଦରକାର। ସେଥିପାଇଁ ଅନେକେ ପୂଜାଘରମାନଙ୍କରେ ବିଭିନ୍ନ ପ୍ରକାରର ଧାର୍ମିକ ଗ୍ରନ୍ଥ ହେଉ ଅବା ପୁସ୍ତକ ଆଦିକୁ ରଖିଥାନ୍ତି। ତେବେ ବାସ୍ତୁଶାସ୍ତ୍ର ଅନୁଯାୟୀ, ଧାର୍ମିକ ପୁସ୍ତକକୁ ରଖିବାର ଉପଯୁକ୍ତ ଦିଗ ହେଉଛି ପଶ୍ଚିମ ଦିଗ। ଏହି ଦିଗର ପରିଷ୍କାର ସ୍ଥାନରେ ଧାର୍ମିକ ଗ୍ରନ୍ଥ ହେଉ ଅବା ପୁସ୍ତକକୁ ରଖି ନିୟମିତ ଅଧ୍ୟୟନ କଲେ, ଘର ତଥା ଘରର ସଦସ୍ୟଙ୍କର ମଙ୍ଗଳ ହୋଇଥାଏ ବୋଲି ବିଶ୍ୱାସ ରହିଛି। ବେଳେବେଳେ ଦେଖାଯାଏ, କିଛି ଲୋକ ପଢୁପଢୁ ତକିଆ ତଳେ ବି କୌଣସି ଧାର୍ମିକ ପୁସ୍ତକକୁ ରଖି ଶୋଇଯାନ୍ତି, କିନ୍ତୁ ଏପରି କରିବା ଆଦୌ ଠିକ୍ ନୁହେଁ। ଏପରି କାର୍ଯ୍ୟ ସମସ୍ୟାକୁ ଟାଣି ଆଣେ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି।
Posted inHome Left, ଜୀବନଚର୍ଯ୍ୟା View All
୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ
ଟେନ୍ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…
ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ
ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…
ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା
ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…
ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍, ଘରକୁ ଆସିବ ଖୁସି ଖବର
କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…
ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ
କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…
ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ
ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…
ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା
ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…
ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…
ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

