ହୋଲିକୁ କେମିତି କରିବେ ଖାସ୍‌

ରଙ୍ଗ ତଥା ଖୁସିର ପର୍ବ ହେଉଛି ହୋଲି। ଏହି ବିଶେଷ ଅବସରରେ ବାସ୍ତୁର କିଛି ଜରୁରୀ ଟିପ୍ସକୁ ଆପଣାଇ ହୋଲିର ଖୁସିକୁ ଦ୍ବିଗୁଣିତ କରିପାରିବେ…

*ବାସ୍ତୁଶାସ୍ତ୍ର ଅନୁଯାୟୀ, ହୋଲି ଖେଳିବା ସମୟରେ ନାଲି, ହଳଦିଆ, ସବୁଜ, ଗୋଲାପୀ ତଥା କମଳା ରଙ୍ଗର ଫଗୁ କିମ୍ବା ଅବିର ବ୍ୟବହାର କଲେ ବ୍ୟକ୍ତିଙ୍କର ଉନ୍ନତି ହେବା ସହ ଘରେ ସକାରାତ୍ମକ ଊର୍ଜା ବୃଦ୍ଧି ପାଇଥାଏ।

*କେବଳ ଫଗୁ କି ଅବିର ନୁହେଁ ହୋଲି ଖେଳିବା ସମୟରେ ପୋଷାକର ରଙ୍ଗ ପ୍ରତି ମଧ୍ୟ ଧ୍ୟାନ ଦେବା ନିହାତି ଜରୁରୀ।

*ଅଧିକାଂଶ ଲୋକ ହୋଲିଦିନ ଟିକେ ଗାଢ଼ ରଙ୍ଗର ପୋଷାକ ପିନ୍ଧିବାକୁ ପସନ୍ଦ କରିଥାନ୍ତି। କିନ୍ତୁ ବାସ୍ତୁଶାସ୍ତ୍ର ଅନୁସାରେ,ଏହିଦିନ ଧଳା ରଙ୍ଗର ପୋଷାକ ପିନ୍ଧିବା ଶୁଭ ହୋଇଥାଏ। କାରଣ ଏହି ରଙ୍ଗ ଚନ୍ଦ୍ରମାଙ୍କୁ ପ୍ରତିନିଧିତ୍ୱ କରିଥାଏ।

*ହୋଲିଦିନ ଧଳା ରଙ୍ଗର ପୋଷାକ ପିନ୍ଧିଲେ ବ୍ୟକ୍ତିଙ୍କ ଭିତରେ ଶାନ୍ତିଭାବ ଓ ବିନମ୍ରତା ବୃଦ୍ଧି ପାଇଥାଏ ବୋଲି ବିଶ୍ବାସ କରାଯାଏ।

*ତା’ଛଡା ଏହି ବିଶେଷ ଦିନରେ ଯଦି ହାଲ୍‌କା ଆକାଶୀ, ଗୋଲାପୀ ତଥା ସୁନେଲି ରଙ୍ଗର ପୋଷାକ ପିନ୍ଧାଯାଏ, ତା’ହେଲେ ବି ମନରେ ସକାରାତ୍ମକ ଭାବନା ବୃଦ୍ଧି ପାଇଥାଏ।

*ହୋଲିଦିନ କେତେକ ସ୍ଥାନରେ ହୋଲିକା ଦହନ ମଧ୍ୟ ପାଳନ କରାଯାଇଥାଏ। ଯେହେତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଦକ୍ଷିଣ-ପୂର୍ବ କୋଣ ହେଉଛି ଅଗ୍ନି କୋଣ, ତେଣୁ ଏହି ଦିଗ ହୋଲିକା ଦହନ ପାଇଁ ସବୁଠୁ ଶୁଭ ହୋଇଥାଏ; ଏହାଦ୍ୱାରା ପଞ୍ଚତତ୍ତ୍ବ ଭିତରେ ସନ୍ତୁଳନ ବଜାୟ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ଶିବଲିଙ୍ଗ ଉପରେ କାହିଁକି ଶଙ୍ଖରେ ଢଳାଯାଏନା ପାଣି

ଆମେ ଜାଣିଛେ ସାଧାରଣତଃ ପୂଜାକାର୍ଯ୍ୟରେ ଶଙ୍ଖର ବ୍ୟବହାର ମହତ୍ତ୍ୱପୂର୍ଣ୍ଣ। ପ୍ରାୟ ସମସ୍ତ ଦେବଦେବୀଙ୍କ ଉପରେ ଶଙ୍ଖରେ ପାଣି ଚଢ଼ାଯାଏ। ମାତ୍ର ଶିବଲିଙ୍ଗ ଉପରେ ପାଣି ଢାଳିବାକୁ...

ଡାକ୍ତର ସାଜିଲେ ସିରିୟଲ୍‌ କିଲର

ନୂଆଦିଲ୍ଲୀ,୧।୮: ଡାକ୍ତରଙ୍କୁ ସମସ୍ତେ ଭଗବାନଙ୍କ ଏକ ରୂପର ଆଖ୍ୟା ଦେଇଥାନ୍ତି। କାରଣ ଡାକ୍ତରମାନେ ଲୋକଙ୍କ ଜୀବନ ବଞ୍ଚାଇବା ସହ ଏକ ନୂଆ ଜୀବନ ଦେବାର ଅଧିକାରୀ...

ଛାତ ଉପରେ ବାଘ ଦେଖି ଭୟରେ ଥରିଲେ ବ୍ୟକ୍ତି, ଆଉ ତା’ ପରେ

ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ବର୍ତ୍ତମାନ ସେଭଳି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିଲେ ଆପଣ ମଧ୍ୟ...

୯୨ ବର୍ଷରେ ବି ହାରିଯାଇନାହାନ୍ତି: ସପ୍ତାହରେ ଦେଖୁଛନ୍ତି ୬୦୦ ରୋଗୀ

ବେଜିଂ: ଚାଇନାର ଜିୟାଙ୍ଗସୁ ଜିଲା ନାନ୍‌ଜିଙ୍ଗ୍‌ ସହରର ସିଟି ହସ୍ପିଟାଲରେ ୯୨ ବର୍ଷୀୟା ମହିଳା ଡାକ୍ତର ଆଓ ଏ ବୟସରେ ଶହ ଶହ ରୋଗୀ ଦେଖୁଛନ୍ତି।...

ରୀତିନୀତି ପାଳନ କରିବେ କ’ଣ, ସତସତିକା ନିମ୍ବ ବାଡ଼ିରେ ନୂଆ ଭାଉଜଙ୍କୁ ପିଟିବାକୁ ଲାଗିଲେ ଦିଅର; ପରେ ଘଟିଲା…

ଦେଶର ବିଭିନ୍ନ ସ୍ଥାନରେ ବିବାହକୁ ନେଇ ଭିନ୍ନ ଭିନ୍ନ ରୀତିନୀତି ରହିଛି। ବେଳେବେଳେ ସେଗୁଡ଼ିକ ବହୁତ ମଜାଦାର ହୋଇଥାଏ। ଆଜିକାଲି ସୋସିଆଲ ମିଡିଆରେ ଏଭଳି ବିବାହ...

କରୋନା ଭୟ: ୪ ଫୁଟ ଦୂରରୁ ସେଲୁନ୍‌ରେ କଟାଯାଉଛି କେଶ

ବେଜିଂ,୫।୩: ଚାଇନାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେଣୁ ସୁରକ୍ଷା ଦୃଷ୍ଟିରେ ଏଠାରେ ଥିବା ସେଲୁନ୍‌ରେ ୪ ଫୁଟ...

ଦୀପାବଳିରେ କାହିଁକି ଲଗାଯାଏ କଳା ଟିକା

ପ୍ରତିବର୍ଷ କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଦୀପାବଳି ପର୍ବ ପାଳନ କରାଯାଏ। ଚଳିତବର୍ଷ ମାତ୍ର ଗୋଟିଏ ଦିନ ପରେ ଅର୍ଥାତ୍‌ ୨୭ ତାରିଖ ରବିବାର...

ପାଠପଢ଼ା ନିଶା: ୯୩ ବର୍ଷରେ ମାଷ୍ଟର ଡିଗ୍ରୀ

ନୂଆଦିଲ୍ଲୀ, ୧୯।୨: ପାଠ ପାଇଁ ଯେ କୌଣସି ନିର୍ଦ୍ଦିଷ୍ଟ ବୟସ ନାହିଁ ତାହା ଜଣେ ୯୩ ବର୍ଷ ବୟସ୍କ ବୃଦ୍ଧଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ଇନ୍ଦିରା...

Advertisement
Archives

Model This Week