ବାସ୍ତୁ ଅନୁସାରେ କେମିତି ହେବା ଦରକାର ଶୋଇବା ଘର; ଜାଣନ୍ତୁ…

ସ୍ବାସ୍ଥ୍ୟ ପାଇଁ ବହୁତ ଆବଶ୍ୟକ ଶୋଇବା। ଶୋଇବା ଘର ଏପରି ଏକ ସ୍ଥାନ, ଯେଉଁଠି ପାଦଦେବା ମାତ୍ରେ ଲାଗେ ଦୁନିଆର ସବୁ ସୁଖ ଗୋଟିଏ ପାଖରେ ତ ଶୋଇବା ଘର ଗୋଟିଏ ପାଖରେ, ତେଣିକି ସେ ଘର କୁଡିଆ ହେଉ କି ମହଲ। ଏପରିକି ଯେତେବେଳେ ସୁଖୀ ଦାମ୍ପତ୍ୟ କଥା ଉଠେ ସେତେବେଳେ ମଧ୍ୟ ଶୋଇବା ଘରର ଭୂମିକା କିଛି କମ୍‌ ନୁହେଁ ବୋଲି କୁହାଯାଇପାରେ। ତେବେ ବାସ୍ତୁ ଅନୁସାରେ ଶୋଇବା ଘର କେମିତି ହେବା ଦରକାର ଆସନ୍ତୁ ଜାଣିବା ସେ ସମ୍ପର୍କରେ…

*ଦାମ୍ପତ୍ୟ ସୁଖ ପାଇଁ ଶୋଇବା ଘର ଦକ୍ଷିଣ ପଶ୍ଚିମ କୋଣରେ କରିବା ଦରକାର।
*ଏହି ଘରେ ସୁମଧୂର ସଙ୍ଗୀତ ବଜାଇଲେ କୁଆଡ଼େ ନିଦ ଭଲ ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।
*ଖଟକୁ କେବେ ବି କାନ୍ଥରେ ଲଗାନ୍ତୁ ନାହିଁ।
*ଶୋଇବା ଘରେ ଦର୍ପଣ ରଖିବା ଠିକ୍‌ ନୁହେଁ। ଯଦି ଅଛି ଶୃଙ୍ଗାର ପରେ ଦର୍ପଣରେ ପରଦା ପକାଇ ଦିଅନ୍ତୁ। କୁହାଯାଏ, ସ୍ବାମୀସ୍ତ୍ରୀ ଏକତ୍ର ଥିବାବେଳେ ଦର୍ପଣରେ ଛବି ଆସିଲେ ଅଶୁଭ ହେଇଥାଏ।
*ଶୟନ କକ୍ଷରେ ପୂଜାଘର କରିବା ମଧ୍ୟ ଉଚିତ୍‌ ନୁହେଁ।
*ସେହିପରି ଏହି କକ୍ଷରେ କାନ୍ଦୁରା ଚିତ୍ର, ମୃତ ବ୍ୟକ୍ତିଙ୍କ ଚିତ୍ର, ଯୁଦ୍ଧ ଚିତ୍ର ଆଦି ନ ରଖି ପତିପତ୍ନୀଙ୍କ ଖୁସି ସମୟର ଯୁଗଳ ଚିତ୍ର ଯୋଡି କିମ୍ବା ଚଢେଇଙ୍କ ଚିତ୍ର ଅବା ରାଧାକୃଷ୍ଣଙ୍କ ଯୁଗଳ ଚିତ୍ର ରଖିବା ଶୁଭ ହୋଇଥାଏ।
*ଶୋଇବା ଘରର ରଙ୍ଗ ହାଲ୍‌କା ହେଲେ ଭଲ ନିଦ ହୋଇଥାଏ ବୋଲି ବି ବିଶ୍ୱାସ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri