ଅନଲାଇନ ଠକେଇରୁ କେମିତି ପାଇବେ ରକ୍ଷା

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଭାରତୀୟ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖା ପକ୍ଷରୁ ଶୁକ୍ରବାର ଏକ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଶାଖା ପରିଚାଳକ ଅନିତା ତିଆଡିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ୟାଙ୍କ ଆଞ୍ଚଳିକ ପରିଚାଳନା ମୂଖ୍ୟ ସେକ୍‌. ମେହେବୁବ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ସେହିପରି ଏଲ୍‌ଡିଏମ କାର୍ଯ୍ୟାଳୟ କର୍ମଚାରୀ ଦିଲ୍ଲୀପ ଦଳାଇ ଏବଂ ଦିଗପହଣ୍ଡି ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ଦୁର୍ଯ୍ୟୋଧନ ମଲ୍ଲିକ ଅତିଥି ଭାବେ ଯୋଗ ଦେଇଥିଲେ। ଶିବିରରେ ଆର୍ଥିକ ଯୋଜନା ପାଇଁ ବ୍ୟାଙ୍କରେ ସଞ୍ଚୟ ଖାତା ଖୋଲିବା, ଋ଼ଣ ଓ ବୀମା ସଚେତନତା, ଡିଜିଟାଲ ବ୍ୟାଙ୍କିଂ, ଅନଲାଇନ ଠକେଇରୁ ରକ୍ଷା, ସଞ୍ଚୟ ଓ ନିବେଶ ଭଳି ଗ୍ରାହକଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ ସମ୍ପର୍କରେ ଉପସ୍ଥିତ ଗ୍ରାମବାସୀ ଓ ବ୍ୟାଙ୍କର ଜମାଖାତାଧାରୀମାନଙ୍କୁ ସଚେତନତ କରାଯାଇଥିଲା। କାର୍ଯ୍ୟକ୍ରମରେ ଶତାଧିକ ମହିଳା ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri