WhatsApp ଷ୍ଟାଟସ୍‌ ଦେଖିଲେ ବି ‘SEEN’ରେ ଆସିବ ନାହିଁ ନାମ; ଏପରି ବଦଳାନ୍ତୁ ସେଟିଂସ…

ନୂଆଦିଲ୍ଲୀ,୨୪।୧୦: ହ୍ବାଟ୍ସଆପ୍‌ ହେଉଛି ଦୁନିଆର ସବୁଠାରୁ ଅଧିକ ବ୍ୟବହୃତ ଇନ୍‌ଷ୍ଟାଣ୍ଟ ମେସେଜିଂ ପ୍ଲାଟଫର୍ମ। ଅନେକ ଲୋକଙ୍କ ସକାଳ ଅନ୍ୟମାନଙ୍କୁ ହ୍ବାଟ୍ସଆପ୍‌ରେ ଗୁଡ୍‌ ମର୍ନିଂ ମେସେଜ କରି ନଚେତ ଅନ୍ୟମାନଙ୍କ ଷ୍ଟାଟସ୍‌ ଦେଖି ହୋଇଥାଏ। କମ୍ପାନୀ ୨୦୧୮ରେ ‘ଷ୍ଟାଟସ୍‌’ ଫିଚର ଆଣିଥିଲା, ଯେଉଁଥିରେ ବ୍ୟବହାରକାରୀ ୨୪ ଘଣ୍ଟା ଯାଏ ଫଟୋ କିମ୍ବା ଭିଡିଓ ଶେୟାର କରିପାରିବେ। ସେଥିରେ ଏକ ‘ସିନ୍‌’ ତାଲିକା ରହିଥାଏ, ଯେଉଁଥିରେ ଆପଣଙ୍କ ଷ୍ଟାଟସ୍‌ କିଏ କିଏ ଦେଖିଛନ୍ତି ତାହା ନଜର ଆସିଥାଏ।
ଅନେକଥର ଆମେ କିଛି ଲୋକଙ୍କ ଷ୍ଟାଟସ୍‌ ଅଣଦେଖା କରିଥାଉ। ସେଥିଲାଭି ସେଗୁଡ଼ିକୁ ମ୍ୟୁଟ୍‌ କରିଦେଇଥାଉ। ହ୍ବାଟ୍ସଆପ୍‌ରେ ଏଭଳି ଉପାୟ ରହିଛି ଯାହାଦ୍ୱାରା ଆପଣ କାହାର ବି ଷ୍ଟାଟସ୍‌ ଦେଖିପାରିବେ। ହେଲେ ସିନ୍‌ ତାଲିକାରେ ଆପଣଙ୍କ ନାମ ଆସିବ ନାହିଁ। ଆସନ୍ତୁ ଜାଣିବା ଏଥିଲାଗି କରିବେ କ’ଣ?
ବଦଳାନ୍ତୁ ସେଟିଂସ:
-ହ୍ବାଟ୍ସଆପ୍‌ ଖୋଲନ୍ତୁ। ଆକାଉଣ୍ଟ ସେକ୍ସନକୁ ଯାଇ Privacyରେ କ୍ଲିନ୍‌ କରନ୍ତୁ। ସେଥିରେ Read Receipts ବିକଳ୍ପ ନଜର ଆସିବ। ଏହାକୁ Disable କରିଦିଅନ୍ତୁ।
-Read Receipts ବନ୍ଦ କରିବା ପରେ ଆପଣଙ୍କ ଚାଟ୍‌ରେ ବ୍ଲୁ ଟିକ୍‌ ନଜର ଆସିବ ନାହିଁ। ଯେତେବେଳେ ଆପଣ କାହାର ଷ୍ଟାଟସ୍‌ ଦେଖିବେ ତେବେ ଆପଣଙ୍କ ନାମ seen ଲିଷ୍ଟରେ ଆଦୌ ଆସିବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?