ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି। ଆଇଆଇସି ଜିତେନ୍ଦ୍ର କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରୀମାନଙ୍କୁ ସାଇବର ଅପରାଧ ଓ ଅନଲାଇନ୍ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଥିଲା।

ଅଜଣା ଫୋନ୍ କଲ୍, ସନ୍ଦେହଜନକ ଲିଙ୍କ୍, ଫିଶିଂ, ଅନଲାଇନ୍ ଠକେଇ, ନକଲି ସୋସିଆଲ ମିଡିଆ ଆକାଉଣ୍ଟ ଓ ସାଇବର ବୁଲିଂରୁ ସତର୍କ ରହିବା ସହ ଓଟିପି, ପାସୱାର୍ଡ ଓ ବ୍ୟକ୍ତିଗତ ତଥ୍ୟ କାହାକୁ ନଦେବାକୁ ପରାମର୍ଶ ଦିଆଯାଇଥିଲା। ସାଇବର ଠକେଇର ଶିକାର ହେଲେ ଭୟଭୀତ ନହୋଇ ତୁରନ୍ତ ଅଭିଭାବକ, ଶିକ୍ଷକ କିମ୍ବା ପୋଲିସର ସହାୟତା ନେବାକୁ ଆଇଆଇସି ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅନ୍ୟ କର୍ମଚାରୀମାନେ ଏଥିରେ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?