ବର୍ଷା ଦିନେ କିପରି ନେବେ ତେଲିଆ ତ୍ୱଚାର ଯତ୍ନ

ବର୍ତ୍ତମାନ ସମୟରେ ସୌନ୍ଦର୍ଯ୍ୟକୁ ନେଇ ସମସ୍ତେ ଚିନ୍ତିତ। ତେବେ ଷର୍ଷାଦିନେ ତ୍ୱଚାର ଯତ୍ନ ଅଧିକ ନେବା ଜରୁରୀ କାରଣ ଏହିସମୟରେ ବ୍ରଣଭଳି ଅନେକ ସମସ୍ୟା ଦେଖାଯାଇଥିଏ। ତେଣୁ ବର୍ଷାଦିନେ ତେଲିଆ ତ୍ୱଚାର ଯତ୍ନ କିପରି ନେବେ ଜାଣନ୍ତୁ।
ତେଲିଆ ତ୍ୱଚା ହୋଇଥିଲେ ବର୍ଷାଦିନେ ବହୁ ସମସ୍ୟା ସୃଷ୍ଟି ହୋଇଥାଏ। ଏହିଦିନେ ତ୍ୱଚାରେ ଅତ୍ୟଧିକ ତୈଳ ସ୍ରାବ ଯୋଗୁ ଅଧିକ ବ୍ରଣ ବାହାରି ଥାଏ। ତେଣୁ ତୈଳୀୟ ତ୍ୱଚାର କିଭଳି ଯତ୍ନ ନେବେ ଜାଣିରଖନ୍ତୁ…

-ଆନୁବଂଶିକ ହରମୋନ କାରଣରୁ ତ୍ୱଚା ସାଧାରଣତଃ ତେଲିଆ ହୋଇଥାଏ। ବର୍ଷାଦିନେ ବାୟୁମଣ୍ଡଳରେ ଆଦ୍ରତା ବୃଦ୍ଧି କାରଣରୁ ଅଧିକ ତୈଳ ସ୍ରାବ ହୋଇଥାଏ। ତେଣୁ ଏହି ଋତୁରେ ଭଲଭାବରେ ତ୍ୱଚାର ଯତ୍ନ ନିଅନ୍ତୁ।
– ଦିନକୁ ଅତିକମ୍‌ରେ ଦୁଇଥର ମୁହଁକୁ ମାଇଲ୍ଡ କ୍ଲିଜରରେ ଧୁଅନ୍ତୁ। ଅଧିକ ଥର ମୁହଁ ଧୁଅନ୍ତୁ ନାହିଁ। କାରଣ ମୁହଁକୁ ଜୋରରେ ଘଷିଲେ ଗ୍ରନ୍ଥିଗୁଡ଼ିକ ଅଧିକ ସକ୍ରିୟ ହୋଇଯିବା ଫଳରେ ଅଧିକ ତୈଳ ସ୍ରାବ ହୋଇଥାଏ।
– ତ୍ୱଚା ଅନୁସାରେ ହିଁ ବ୍ୟୁଟି ପ୍ରଡକ୍ଟ ସବୁ ବ୍ୟବହାର କରନ୍ତୁ। ବିଶେଷକରି ତେଲିଆ ତ୍ୱଚାର ଲୋକେ ଏହି ଋତୁରେ ବ୍ୟୁଟି ପ୍ରଡକ୍ଟ ବ୍ୟବହାର ସମୟରେ ଅଧିକ ସତର୍କ ହେବା ଉଚିତ।
– ବର୍ଷାଦିନେ ଖାଦ୍ୟ ପ୍ରତି ବିଶେଷଭାବେ ସଚେତନ ହେବା ଜରୁରୀ। ଅତ୍ୟଧିକ ମସଲା ତଥା ତେଲଛଣା ଖାଦ୍ୟ କମ ଖାଇବା ସହିତ ଲୁଣ ମଧ୍ୟ କମ ଖାଇବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri