ବର୍ଷାଦିନେ କିପରି ନେବେ କେଶର ଯତ୍ନ, ଜାଣନ୍ତୁ ଏହାର ଉପଚାର…

ବର୍ତ୍ତମାନ ସମୟରେ ପ୍ରାୟ ସମସ୍ତେ ସୌନ୍ଦର୍ଯ୍ୟ ଉପରେ ଗୁରୁତ୍ୱ ଦେଉଛନ୍ତି। ହେଲେ ପାଣିପାଗ ପରିବର୍ତ୍ତନ ଆମମାନଙ୍କର ଜୀବନଶୈଳୀ ଉପରେ ଅନେକାଂଶରେ ପ୍ରଭାବ ପକାଇଥାଏ। ତାହା ମଧ୍ୟରୁ ହଜମ ସମସ୍ୟା, ବ୍ରଣ, କେଶଝଡ଼ିବା ପ୍ରମୁଖ। ତେବେ ଏହାକୁ ଅନେକ ଉପଚାର କରାଯାଇ ରୋକାଯାଇ ପାରିବ। ତେବେ ବର୍ଷା ଋତୁରେ ଅଧିକ କେଶ ସମସ୍ୟା ଦେଖାଯାଇଥାଏ। କାହିଁକି ନା ବର୍ଷାରେ କେଶ ଓଦା ହେବା କାରଣରୁ କେଶ ମୂଳରୁ ଦୁର୍ବଳ ହୋଇଯାଇଥାଏ। ଯେଉଁଥିପାଇଁ କେଶ ଝଡ଼ିବା ଭଳି ସମସ୍ୟା ଦେଖାଯାଏ । ଏହି ସମସ୍ୟାକୁ ଦୂର କରିବାକୁ ହେଲେ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ଜାଣନ୍ତୁ ସେ ସମ୍ପର୍କରେ …

୧-ବର୍ଷାରେ କେଶ ଓଦା ହେଲେ ଭଲ ସାମ୍ପୁ ବ୍ୟବହାର କରି ସଫା ପାଣିରେ କେଶକୁ ଧୋଇ ଏକ ସଫା ଟାଓ୍ବେଲ୍‌ରେ ଫୋଛି ନିଅନ୍ତୁ ଏବଂ ଭଲଭାବେ ଶୁଖିବା ପରେ ବାନ୍ଧନ୍ତୁ ।
୨- ମୌସୁମୀରେ ବର୍ଷା ନ ହେବା ସମୟରେ ବି ଘରୁ ବାହାରକୁ ଯିବାବେଳେ କେଶକୁ ସ୍କାର୍ଫ କିମ୍ବା ଟୋପିରେ ଘୋଡାଇ ରଖିବା ଉଚିତ୍‌। ଏହା ଦ୍ୱାରା କେଶ ଭିତରୁ ଧୂଳି ଯାଇପାରେ ନାହିଁ।
୩- ବର୍ଷା ରୁତୁରେ କେଶ ସମସ୍ୟାକୁ ଦୂର କରିବାକୁ ହେଲେ କେଶ ପାଇଁ ସିରମ ବ୍ୟବହାର କରିବା ସହ କେଶକୁ ଭଲଭାବେ କଣ୍ଡିସନର କରନ୍ତୁ।
୪- ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଲା ଖାଦ୍ୟ। ସୁସ୍ଥ କେଶ ପାଇ ପୃଷ୍ଟିସାର ଖାଦ୍ୟ ଖାଇବା ଉଚିତ୍‌। ତେଲ ଯୁକ୍ତ ଏବଂ ଜଙ୍କ୍‌ ଫୁଡ ଠାରୁ ଦୂରେଇ ରହିବାକୁ ଚେଷ୍ଟା କରନ୍ତୁ। ସବୁପ୍ରକାର ପନିପରିବା ଖିବା ସହ ଦୈନିକ ଖାଦ୍ୟରେ ସାଲାଡ୍‌ ସାମିଲ୍‌ କରିବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri