ପିଲାମାନଙ୍କ ଖାଦ୍ୟାଭାସରୁ କେମିତି ଜାଣିବେ ମାନସିକତା

ଖାଇବାକୁ ନେଇ ପିଲାମାନେ ଅନେକ ସମୟରେ ବହୁ ସମସ୍ୟା ସୃଷ୍ଟି କରନ୍ତି। ଏମିତିକି ତିଆରି ହୋଇଥିବା ଖାଦ୍ୟ ବଦଳରେ ଅନ୍ୟ ଖାଦ୍ୟ ବରାଦ କରନ୍ତି । ବେଳେବେଳେ ବରାଦ କରିବା ପରେ ବି କେତେକ ଖାଆନ୍ତି ନାହିଁ । ପିଲାମାନେ ଏଭଳି ବାରମ୍ବାର କହୁଥିଲେ କିପରି ବ୍ୟବହାର କରିବେ ଜାଣନ୍ତୁ…
ପ୍ରଥମ କଥା ହେଉଛି ପିଲାମାନେ ଭିନ୍ନ ଭିନ୍ନ ଖାଦ୍ୟ ପ୍ରତି ଆକୃଷ୍ଟ ହେବା ସେମାନଙ୍କ ମାନସିକ ବିକାଶର ଏକ ଲକ୍ଷଣ। ତେଣୁ ପିଲାଙ୍କର ଏପରି ବ୍ୟବହାରକୁ ସକାରାତ୍ମକ ଢଙ୍ଗରେ ଗ୍ରହଣ କରନ୍ତୁ।
ପିଲାଙ୍କ ମାନସିକତାକୁ ବୁଝି ଖାଇବାକୁ ଦିଅନ୍ତୁ। ଯଦି ସେମାନେ ଖାଦ୍ୟ ଖାଇବାରେ ଆଗ୍ରହ ଦେଖାଉ ନାହାନ୍ତି ତେବେ ଅନ୍ୟ କିଛି ଖାଦ୍ୟର ବିକଳ୍ପ ଦିଅନ୍ତୁ। କିନ୍ତୁ ରାଗନ୍ତୁ ନାହିଁ।
ପୂର୍ବରୁ ପସନ୍ଦ ଥିବା ଖାଦ୍ୟ ହୁଏତ ଏବେ ପିଲାଙ୍କୁ ଭଲ ଲାଗି ନ ପାରେ। ତେଣୁ କୌଣସି ଖାଦ୍ୟ ପାଇଁ ବାଧ୍ୟ କରନ୍ତୁ ନାହିଁ।
ଖାଇବା ପାଇଁ ମନା କରୁଥିଲେ ପିଲାଙ୍କୁ ବୁଝାଇ ପୁଣିଥରେ ସେହି ଖାଦ୍ୟ ଦିଅନ୍ତୁ।
ବେଳେବେଳେ ପିଲାମାନେ ମାତାପିତାଙ୍କ ଭଳି ଖାଇବାକୁ ପସନ୍ଦ କରନ୍ତି। ତେଣୁ କେବେ କେବେ ଏକାଠି ସମସ୍ତେ ଖାଆନ୍ତୁ।
ପିଲାଙ୍କୁ ଖାଦ୍ୟ ଦେବାରେ ସମସ୍ୟା ହେଉଛି ବୋଲି ଜଣାନ୍ତୁ ନାହିଁ। ଖାଇବାକୁ ଦେବା ସମୟରେ ପିଲା ଯଦି ଚାହୁଁଛି ତେବେ ସୁବିଧା ଅନୁସାରେ ଖେଳିବାକୁ ଦିଅନ୍ତୁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri