Posted inଖେଳ

ଡ୍ରେସିଂ ରୁମ୍‌ରେ ପାଣ୍ଡ୍ୟାଙ୍କ ବ୍ୟବହାର କେମିତି: ଟିମ ଡେଭିଡ୍‌ କଲେ ଖୁଲାସା

ମୁମ୍ବାଇ,୧୧।୪: ନିକଟରେ ମୁମ୍ବାଇ ଇଣ୍ଡିଆନ୍ସ ରୋହିତ ଶର୍ମାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ କରିଛି। ଏହାକୁ ନେଇ ମୁମ୍ବାଇ ଇଣ୍ଡିଆନ୍ସ ମ୍ୟାନେଜମେଣ୍ଟ ଉପରେ ଅନେକ ପ୍ରଶ୍ନ ଉଠିଥିଲା। ଏହା ବ୍ୟତୀତ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ପ୍ରଶଂସକଙ୍କ କ୍ରୋଧର ଶିକାର ହେବାକୁ ପଡିଥିଲା। କିନ୍ତୁ ଡ୍ରେସିଂ ରୁମରେ ଖେଳାଳିଙ୍କ ସହ ହାର୍ଦ୍ଦିକ ପାଣ୍ଡ୍ୟା କିପରି ବ୍ୟବହାର କରନ୍ତି? ମୁମ୍ବାଇ ଇଣ୍ଡିଆନ୍ସ ଖେଳାଳି ଟିମ ଡେଭିଡ ଏହା ଉପରେ ଏକ ବିବୃତ୍ତି ଦେଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷ ମ୍ୟାଚ ପୂର୍ବରୁ ଟିମ ଡେଭିଡ କହିଛନ୍ତି, ହାର୍ଦ୍ଦିକ ପାଣ୍ଡ୍ୟା ଦଳ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ଯେତେବେଳେ ଆମେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ସଂଘର୍ଷ କରୁଥିଲୁ, ହାର୍ଦ୍ଦିକ ପାଣ୍ଡ୍ୟା ଇନିଂସ ସମ୍ଭାଳି ଥିଲେ, ଏହା ପରେ ରୋମାରିଓ ଶେଫର୍ଡ ଏହାର ଫାଇଦା ଉଠାଇଥିଲେ।
ଟିମ ଡେଭିଡ କହିଛନ୍ତି, ଅଧିନାୟକ ଭାବରେ ହାର୍ଦ୍ଦିକ ପାଣ୍ଡ୍ୟା ସମଗ୍ର ଦଳକୁ ଏକଜୁଟ କରି ରଖିଛନ୍ତି। ସେ ଡ୍ରେସିଂ ରୁମ୍‌ରେ ଖେଳାଳିଙ୍କୁ ବହୁତ ଉତ୍ସାହିତ କରନ୍ତି। ଏହା ବ୍ୟତୀତ ଟିମ ଡେଭିଡ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବହୁତ ପ୍ରଶଂସା କରିଥିଲେ।
ସୂଚନାଯୋଗ୍ୟ,ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ ସିଜିନର ପ୍ରଥମ ବିଜୟ ହାସଲ କରିଛି। ମୁମ୍ବାଇ ଇଣ୍ଡିଆନ୍ସର ବିଜୟରେ ଟିମ ଡେଭିଡ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ୨୧ଟି ବଲରେ ଟିମ ଡେଭିଡ ୪୫ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri