କେତେ ଉପକାରୀ ଦଲିଆ

ଏବେ ଆମମାନଙ୍କର ଅନିୟମିତ ଜୀବନଶୈଳୀ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି। ଠିକ୍‌ ସମୟରେ ଠିକ ଖାଦ୍ୟ ନ ଖାଇବା ଦ୍ୱାରା ବି ଆମେ ଅନେକ ରୋଗର ଶିକାର ହେଉଛୁ। ଯାହାକୁ ଚିହ୍ନଟ କରିବା ବେଳେ ବେଳେ କଷ୍ଟକର ବି ହୋଇ ପଡୁଛି। ଏବେ ଯୁବବର୍ଗଙ୍କଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ପ୍ରାୟ ଅଧିକାଂଶଙ୍କ ନିକଟରେ ହାର୍ଟ ସମସ୍ୟା ଦେଖାଯାଉଛି। ତେବେ ଏହି ହାର୍ଟ ବା ହୃଦୟକୁ କେମିତି ରଖିବେ ସୁସ୍ଥ ତାହା ଜାଣି ରଖିବା ଜରୁରୀ।
ଦିନର ଆରମ୍ଭ ଯଦି ଗୋଟିଏ ଗିନା ଦଲିଆରୁ ଆରମ୍ଭ ହୁଏ, ତେବେ ହୃତପିଣ୍ଡ ସମ୍ପୂର୍ଣ୍ଣ ସୁସ୍ଥ ରହିଥାଏ। ବ୍ରିଟେନ ସ୍ଥିତ ନ୍ୟୁ କ୍ୟାସଲ ୟୁନିଭର୍ସିଟିରେ ହୋଇଥିବା ଗବେଷଣାରୁ ଏହା ଜଣାପଡ଼ିଛି। ଗବେଷକମାନେ ମାନବ ସ୍ବାସ୍ଥ୍ୟ ଉପରେ ନିୟମିତ ଖାଦ୍ୟର ସକାରାମତ୍କ ପ୍ରଭାବ ଆକଳନ କରିବାକୁ ଯାଇ ଏହି ନିଷ୍କର୍ଷରେ ପହଞ୍ଚତ୍ଛନ୍ତି। ଗବେଷକଙ୍କ ଅନୁସାରେ, ଦଲିଆ ଫାଇବରର ଉତ୍ତମ ସ୍ରୋତ। ଏହି ଫାଇବର୍‌ ପାକସ୍ଥଳୀରେ ଏକ ଗାଢ଼ ଜେଲ ଆକାରର ରୂପ ନେଇଥାଏ। ଯାହା ପେଟକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ପୂରିଲା ପୂରିଲା ଅନୁଭବ କରାଇଥାଏ। ଏହା ପାଚନ କ୍ରିୟାକୁ ସୂଚାରୁରୂପେ କାର୍ଯ୍ୟକ୍ଷମ କରିବା ସହ ଏନଜାଇମ ଉପତ୍ାଦନ ମଧ୍ୟ ବଢ଼ାଇଥାଏ। କେବଳ ସେତିକି ନୁହେଁ, ଏହା ଅମ୍ଳ ତିଆରି କରିଥାଏ। ରୋଗପ୍ରତିରୋଧକ ତନ୍ତ୍ରକୁ ମଜଭୁତ କରିବା ସହ ଭଲ ବ୍ୟାକ୍ଟେରିଆଙ୍କ ସଂଖ୍ୟା ବୃଦ୍ଧି କରେ। ତେବେ ଗବେଷକଙ୍କ ଅନୁସାରେ, ଦଲିଆରେ ଚିନି ପରିବର୍ତ୍ତେ ମହୁର ଉପଯୋଗ ସବୁଠୁ ଉତ୍ତମ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri