Posted inଜାତୀୟ

ହାଓଡା- ସିକନ୍ଦରାବାଦ ଫାଲକନୁମା ଏକ୍ସପ୍ରେସରେ ଭୟଙ୍କର ନିଆଁ

ହାଇଦ୍ରାବାଦ,୭।୭: ଫାଲକନୁମା ଏକ୍ସପ୍ରେସରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଟ୍ରେନର ୩ଟି ବଗି ସମ୍ପୂର୍ଣ୍ଣ ପୋଡି ନଷ୍ଟ ହୋଇଯାଇଛି। ହେଲେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ଖବର ପାଇ ୮ଟି ଦମକଳ ବାହିନୀ ଘଟଣାଣ୍‌ସ୍ଥଳରେ ପହଞ୍ଚି ନିଆଁ ଲିଭାଉଛନ୍ତି। ବିଦ୍ୟୁତ୍‌ ଶଟ୍‌ ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାରମ୍ଭିକ ସୂଚନା ମିଳିଛି।

ସୂଚନା ଯୋଗ୍ୟ, ଟ୍ରେନ୍‌ଟି ହାଓଡାରୁ ସିକନ୍ଦରାବାଦ ଆସୁଥିଲା। ହେଲେ ବୋମାଇପାଲି-ପାଗିଡିପାଲି ମଧ୍ୟରେ ଏକ ବଗିରେ ନିଆଁ ଲାଗିଯାଇଥିଲା। ଏହା ଚାହୁଁଚାହୁଁ ୪ଟି ବଗିରେ ବ୍ୟାପି ଯାଇଥିଲା। ହେଲେ ଯାତ୍ରୀ ତୁରନ୍ତ ଟ୍ରେନରୁ ଓହ୍ଲାଇ ପଡିଥିଲେ। ଫଳରେ ଲୋକେ ବଡ଼ଧରଣର ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଘଟଣା ସ୍ଥଳରେ ଦକ୍ଷିଣ କେନ୍ଦ୍ର ରେଲଓ୍ବେ ଜିଏମ୍‌ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ଉକ୍ତ ଟ୍ରେନ୍‌ ଲାଇନ୍‌ରେ ଟ୍ରେନ୍‌ ଚଳାଚନ ବ୍ୟାହତ ହୋଇଛି। ସ୍ଥାନୀୟ ପ୍ରଶାସନର ଉଦ୍ୟମ କ୍ରମେ ଯାତ୍ରୀଙ୍କୁ ଉଦ୍ଧାର କରି ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଗନ୍ତବ୍ୟସ୍ଥଳକୁ ପଠାଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

ଓଡ଼ିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ, ୧୨ ତାରିଖରେ ହେବ…

ଭୁବନେଶ୍ୱର,୭ା୮: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ବଞ୍ଚିତ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri