ସବାଙ୍କ ସହ ଲିପଲକ ହେଲେ ହ୍ରିତିକ

ମୁମ୍ବାଇ: ବଲିଉଡ ଅଭିନେତା ହ୍ରିତିକ ରୋଶନ ଓ ସିଙ୍ଗର ସବା ଆଜାଦଙ୍କ ରିଲେସନଶିକୁ ନେଇ ସବୁଠି ଚର୍ଚ୍ଚା ଲାଗି ରହିଛି । ଏମାନେ ପରସ୍ପରକୁ ଡେଟ କରୁଥିବା କୁହାଯାଉଥିବା ବେଳେ ଅନେକ ଥର ଏକାଠି ଏମାନଙ୍କୁ ସ୍ପଟ ବି କରାଗଲାଣି । ନିକଟରେ ସବା ଓ ହ୍ରିତିକଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏଥିରେ ଉଭୟଙ୍କୁ ଲିପଲକ ଅବସ୍ତାରେ ଦେଖାଯାଇଛି ।
ତେବେ ଭିଡିଓଟି ଏୟାରପୋର୍ଟର ବୋଲି ଜଣାପଡିଛି । ନିକଟରେ ସବା ଓ ହ୍ରିତିକ ଗୋଟିଏ କାରରେ ଏୟାରପୋର୍ଟରେ ପହଞ୍ଚିଥିଲେ । ସେଠାରେ ପହଞ୍ଚିବା ପରେ ହ୍ରିତିକ ଗାଡିରୁ ଓହ୍ଲାଇବା ପୂର୍ବରୁ ସବାଙ୍କୁ ଲିପକିସ୍ ଦେଇଥିଲେ, ଯାହା କ୍ୟାମେରା ଲେନ୍ସରେ କଏଦ ହୋଇଯାଇଥିଲା । ଆଉ ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ତେବେ ସବାଙ୍କୁ ଲିପକିସ୍ ଦେଇ ନିଜ ଷ୍ଟାଫଙ୍କ ସହ ହ୍ରିତିକ ବିମାନ ବନ୍ଦର ଭିତରକୁ ଚାଲିଯାଇଥିଲେ । ଆଉ ସବା ସେଠାରୁ ଫେରି ଆସିଥିଲେ । ଏଥିରୁ ସ୍ପଷ୍ଟ ହୋଇଛି ସେ ସବା ହ୍ରିତିକଙ୍କୁ ଛାଡିବାକୁ ଏୟାରପୋର୍ଟ ଆସିଥିଲେ ।
ସୂଚନାଯୋଗ୍ୟ ସୁଜେନଙ୍କ ଠାରୁ ଅଲଗା ହେବା ପରେ ହ୍ରିତିକ ଏବେ ସବାଙ୍କ ସହ ରିଲେସନଶିପରେ ଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri