ଜନ୍ମଦିନରେ ଗର୍ଲଫ୍ରେଣ୍ଡଙ୍କୁ ଲିପ୍‌କିସ୍‌ ଦେଲେ ହ୍ରିତିକ୍‌

ବଲିଉଡ ସୁପର ହିରୋ ହ୍ରିତିକ ରୋଶନ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ବଲିଉଡ ସେଲିବ୍ରିଟିମାନେ ତାଙ୍କୁ ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି। ହ୍ରିତିକଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ମଧ୍ୟ ଏକ ସୁନ୍ଦର ଭିଡିଓ ଶେୟାର କରି ତାଙ୍କ ପାଇଁ ଏକ ସ୍ବତନ୍ତ୍ର ନୋଟ ଲେଖିଛନ୍ତି।
ସବା ଆଜାଦ ହ୍ରିତିକ ରୋଶନଙ୍କ ପାଇଁ ଏକ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଦମ୍ପତି ବାଲକୋନୀରେ ଠିଆ ହୋଇଥିବା ଦେଖିବାକୁ ମିଳିଛି। ଉଭୟ ନିଜ ଭିଡିଓ ତିଆରି କରୁଥିବାବେଳେ ଲିପ ଲକ ଦେଉଥିବା ମଧ୍ୟ ଦେଖାଯାଇଥିଲା। ଏହି ରୋମାଣ୍ଟିକ ଭିଡିଓ ଶେୟାର କରି ସବା କ୍ୟାପସନରେ ଏକ ବିଶେଷ ନୋଟ ଲେଖିଛନ୍ତି।
ସବା ହ୍ରିତିକ ରୋଶନଙ୍କ ପାଇଁ କ୍ୟାପସନରେ ଲେଖିଛନ୍ତି, ଜନ୍ମଦିନର ଶୁଭେଚ୍ଛା ମାଇ ଲଭ୍‌… ତୁମେ ମୋ ଜୀବନର ଆଲୋକ ..’
ହ୍ରିତିକ ରୋଶନ ଖୁବ ଶୀଘ୍ର ଫିଲ୍ମ ‘ଫାଇଟର୍‌’ରେ ଦେଖିବାକୁ ମିଳିବ। ଏଥିରେ ଦୀପିକା ପାଦୁକୋନଙ୍କୁ ମଧ୍ୟ ପ୍ରଥମ ଥର ପାଇଁ ଦେଖିବାକୁ ମିଳିବ। ଏହି ଫିଲ୍ମ ଜାନୁଆରୀରେ ରିଲିଜ ହେବାକୁ ଯାଉଛି।

 

View this post on Instagram

 

A post shared by Saba Azad (@sabazad)


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri