ହ୍ରିତିକ୍‌-ଆଲିଆଙ୍କୁ ଓସ୍କାର ପାଇଁ ନିମନ୍ତ୍ରଣ

ଫିଲ୍ମ ଇଣ୍ଡଷ୍ଟ୍ରିର ସର୍ବଶ୍ରେଷ୍ଠ ପୁରସ୍କାର ହେଉଛି ଓସ୍କାର। ଏହି ଆଓ୍ବାର୍ଡ ଶୋ’ରେ ଅଂଶଗ୍ରହଣ କରିବାକୁ ପାଇଁ ସବୁ କଳାକାର ଚାହିଁଥାନ୍ତି। ମାତ୍ର ଏଥିପାଇଁ ସମସ୍ତଙ୍କୁ ସୁଯୋଗ ମିଳେନାହିଁ। ଚଳିତତ ବର୍ଷ ଅର୍ଥାତ ୯୩ତମ ଓସ୍କାର ଆଓ୍ବାର୍ଡରେ ଅଶଂଗ୍ରହଣ ପାଇଁ ୮୧୯ଜଣ ଅତିଥିଙ୍କ ଏକ ତାଲିକା ପ୍ରକାଶ ପାଇଛି। ଏଥିରେ ବଲିଉଡ୍‌ କଳାକାର ହ୍ରିତିକ୍‌ ରୋଶନ ଏବଂ ଆଲିଆ ଭଟ୍ଟଙ୍କ ନାମ ରହିଛି। ଭାରତୀୟ କଳାକାରଙ୍କୁ ଚଳିତ ବର୍ଷ ଓସ୍କାର ଆଓ୍ବାର୍ଡ ଦେଉଥିବା ସଂସ୍ଥା ‘ଏକାଡେମୀ ଅଫ୍‌ ମୋଶନ ପିକ୍‌ଚସ ଆର୍ଟ ଆଣ୍ଡ୍‌ ସାଇନ୍ସ’ରେ ଅଂଶଗ୍ରହଣ କରିବାକୁ ଆଲିଆ ଏବଂ ହ୍ରିତିକ୍‌ଙ୍କୁ ଆମନ୍ତ୍ରିତ କରାଯାଇଛି। ଅନ୍ୟ ଅତିଥିଙ୍କ ତାଲିକାରେ ଡିଜାଇନର ନୀତା ଲୁଲା, ଡକ୍ୟୁମେଣ୍ଟାରୀ ଚଳଚ୍ଚତ୍ର ନିର୍ମାତା ନିଷ୍ଠା ଜୈନ୍‌ ଏବଂ ଅମିତ ମଧୋଶିଆ ଆଦିଙ୍କ ନାମ ରହିଛି। ତେବେ ଏହି ନିମନ୍ତ୍ରଣକୁ ଆଲିଆ, ହ୍ରିତିକ୍‌ ଗ୍ରହଣ କରୁଛନ୍ତି ନା ନାହିଁ ତାହା ଦେଖିବା ବାକି।


All Right Reserved By Dharitri.Com

ସେନା ପୋଷାକରେ ଆମିର

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଭାବେ ପରିଚିତ ଆମିର ଖାଁ ନିକଟରେ ସେନା ପୋଷାକରେ ନଜର ଆସିଛନ୍ତି। ସବୁବେଳେ ନିଜ କାମକୁ ଶହେ ପ୍ରତିଶତ ଦେବାକୁ...

ଫେରିଲା ଜେମ୍ସ ବଣ୍ଡ ସିରିଜ୍‌ : ରିଲିଜ୍‌ ହେଲା ‘ନୋ ଟାଇମ୍‌ ଟୁ ଡାଇ’ର ଆକ୍ସନ୍‌ ଟିଜର୍‌

ନୂଆଦିଲ୍ଲୀ: ଜେମ୍ସ ବଣ୍ଡ ସିରିଜର ଫିଲ୍ମ ‘ନୋ ଟାଇମ୍‌ ଟୁ ଡାଇ’ର ଆକ୍ସନ୍‌ ଟିଜର୍‌ ରିଲିଜ ହୋଇଛି। ଡାନିଏଲ କ୍ରେଗଙ୍କ ଅଭିନୀତ ଏହି ଫିଲ୍ମର ଟିଜର୍‌...

‘ଗୀଥା ଗୋବିନ୍ଦମ’ରେ ଅଭିନୟ କରିବାକୁ ପ୍ରଥମେ ଅରାଜି ଥିଲେ ବିଜୟ

‘ଗୀଥା ଗୋବିନ୍ଦମ୍‌’ ଟଲିଉଡ୍‌ର ସଫଳ ଫିଲ୍ମ ମଧ୍ୟରୁ ଗୋଟିଏ। ଫିଲ୍ମରେ ପ୍ରମୁଖ ଭୂମିକାରେ ନଜର ଆସିଥିଲେ ବିଜୟ ଦେବରାକୋଣ୍ଡା ଓ ରଶ୍ମୀକା ମନ୍ଦାନ୍ନା। ବକ୍ସ ଅଫିସରେ...

ଯାତ୍ରା ଇଣ୍ଡଷ୍ଟ୍ରିର ସଫଳ ଯୋଡ଼ି ସୁବାସ-ମାମା

ଯାତ୍ରା ଇଣ୍ଡଷ୍ଟ୍ରିରେ ଯେଉଁ କେତେଜଣ ନାୟକ-ନାୟିକା ଯୋଡ଼ିଙ୍କୁ ଲୋକପ୍ରିୟ ତଥା ସଫଳ ଯୋଡ଼ି ବୋଲି କୁହାଯାଏ ସେମାନଙ୍କ ମଧ୍ୟରୁ ଗୋଟିଏ ଯୋଡ଼ି ହେଉଛନ୍ତି ‘ସୁବାସ-ମାମା’। ଏଠାରେ...

ମାଆ ହେବାକୁ ଚାହାନ୍ତିନି ଏହି ଅଭିନେତ୍ରୀ

ଛୋଟପରଦାରେ ‘ଚନ୍ଦ୍ରମୁଖୀ ଚୌଟାଲା’ ନାମରେ ପରିଚିତ ଅଭିନେତ୍ରୀ କବିତା କୌଶିକ୍‌ ବିବାହ କରିଥିଲେ ମଧ୍ୟ କେବେ ମାଆ ହେବାକୁ ଚାହାନ୍ତିନି। ୨୦୧୭ରେ ରୋନିତ୍‌ ବିଶ୍ୱାସଙ୍କୁ ବିବାହ...

କରୋନା ଭାଇରସ୍‌ ସହ ଲଢୁଥିବା ମହିଳାଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ ପ୍ରିୟଙ୍କା

ମୁମ୍ବାଇ: ମହାମାରୀ କରୋନା ଭାଇରସ୍‌ ସହ ଲଢ଼ିବା ପାଇଁ ଅନେକ ବଲିଉଡ୍‌ କଳାକାର ଆଗେଇ ଆସି ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ କରିଚାଲିଛନ୍ତି।...

ଆଉ ଥରେ ଜନ୍ମ ନେଲେ ଜଣେ ଦରଦୀ ଚିକିତ୍ସକ ହେବି

ଡାକ୍ତର ଦୀନବନ୍ଧୁ ସାହୁଙ୍କ ଜନ୍ମ ଅନୁଗୋଳ ଜିଲା ଛେଣ୍ଡିପଦାରେ। ସେ ଏକଧାରରେ ଜଣେ ଚିତ୍ରଶିଳ୍ପୀ,କବି,ଅଭିନେତା ଓ ବେହେଲା ବାଦକ। ପ୍ରାଚୀନ ଓଡ଼ିଆ ସାହିତ୍ୟ ଉପରେ ଗବେଷଣା...

‘ହାଥୀ ମେରେ ସାଥୀ’ରେ ନଜରକୁ ଆସିବେ ରାଣା ଦଗ୍ଗୁବତୀ, ଶେୟାର କଲେ ନୂଆ ପୋଷ୍ଟର

ବମ୍ବେ: ବ୍ଲକବଷ୍ଟର ଚଳଚ୍ଚିତ୍ର ‘ବାହୁବଲୀ’ରେ ଭଲ୍ଲାଲଦେବ ଚରିତ୍ରରେ ନଜରକୁ ଆସି ବାହାବାଃ ସାଉଁଟିଥିଲେ ଅଭିନେତା ରାଣା ଦଗ୍ଗୁବତୀ। ଫିଲ୍ମରେ ତାଙ୍କ ଚରିତ୍ରଠାରୁ ଆରମ୍ଭ କରି ଟ୍ରାନ୍ସଫର୍ମେଶନ...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *