ହ୍ରିତିକ ରୋଶନଙ୍କର ହେବ ଇଣ୍ଟରନ୍ୟାଶନାଲ ଡେବ୍ୟୁ!

ମୁମ୍ବାଇ: ବଲିଉଡ୍ ନାୟକ ହ୍ରିତିକ ରୋଶନ ତାଙ୍କର ଇଣ୍ଟରନ୍ୟାଶନାଲ ଡେବ୍ୟୁ ପାଇଁ ପ୍ରସ୍ତୁତ ହୋଇ ସାରିଲେଣି । ଗତବର୍ଷ ରିଲିଜ୍ ହୋଇଥିବା ସୁପରହିଟ୍ ଫିଲ୍ମ ‘ସୁପର-୩୦’ର ଇଂଲିସ ଭର୍ସନରେ ନଜର ଆସିବେ ହ୍ରିତିକ । ଆନନ୍ଦ କୁମାରଙ୍କ ଜୀବନୀ ଉପରେ ଆଧାରିତ ଏହି ଫିଲ୍ମ । ତେବେ ହ୍ରିତିକ ତାଙ୍କ ଇଣ୍ଟରନ୍ୟାଶନାଲ ଡେବ୍ୟୁକୁ ନେଇ ଖୁବ୍ ସିରିୟସ୍ ଥିବା କୁହାଯାଉଛି । ଏହା ଆନନ୍ଦ କୁମାରଙ୍କ ଜୀବନୀର ଇଣ୍ଟରନ୍ୟାଶନାଲ ଭର୍ସନ ବୋଲି କୁହାଯାଉଛି । ଆନନ୍ଦ କୁମାର ଏହାର ନିର୍ମାଣ କରିବେ ବୋଲି ଜଣାପଡିଛି । ସୁପର ଥାର୍ଟି ଚେଞ୍ଚିଙ୍ଗ ଦ ୱାର୍ଲଡ ଷ୍ଟୁଡେଣ୍ଟ ଟାଇମ୍‌: ଆନନ୍ଦ କୁମାର ଏହି ପୁସ୍ତକର ଲେଖକ କାନାଡାର ସାଇକିଆଟ୍ରିକ୍ ବିଜୁ ମେଟ୍ରୋ କରିଥିବା କୁହାଯାଏ । ଏହାର ରାଇଟସ୍ ନିଆଯାଇଛି । ସୂଚନାଯୋଗ୍ୟ, ୨ ବର୍ଷ ପୂର୍ବରୁ ହ୍ରିତିକଙ୍କ ଇଣ୍ଟରନ୍ୟାଶନାଲ କ୍ୟାରିୟର ଆରମ୍ଭ ହେବା କଥା । ଯେତେବେଳେ ତାଙ୍କୁ ତରସେମ ସିଂ ସେକ୍ସପିୟରଙ୍କ ହେଲମେଟର ଦେଶୀ ଅବତାର ପାଇଁ ଚୟନ କରିଥିଲେ । ଏହାର ନାମ ‘ଆଦିତ୍ୟ’ ଥିଲା । ହେଲେ ହ୍ରିତିକ ନିଜେ ଏହାକୁ ମନା କରି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri