ଗର୍ଲଫ୍ରେଣ୍ଡଙ୍କ ପାଇଁ ପ୍ରଥମ ପୋଷ୍ଟ କଲେ ହ୍ରିତିକ୍‌

ବଲିଉଡ ଅଭିନେତା ହ୍ରିତିକ ରୋଶନ ପୁଣି ପ୍ରେମରେ ପଡିଛନ୍ତି। ଅଭିନେତ୍ରୀ ତଥା ଗାୟିକା ସବା ଆଜାଦଙ୍କ ସେ ଡେଟ୍‌ କରୁଥିବା ଚର୍ଚ୍ଚା ହେଉଛି। ହ୍ରିତିକ୍‌ ଗର୍ଲଫ୍ରେଣ୍ଡଙ୍କ ପାଇଁ ପ୍ରଥମ ପୋଷ୍ଟ ମଧ୍ୟ କରିଛନ୍ତି। ହ୍ରିତିକ ରୋଶନ ତାଙ୍କ ଇନଷ୍ଟା ଷ୍ଟୋରିରେ ସବା ଆଜାଦ ଓ ତାଙ୍କ ପୂର୍ବତନ ବୟଫ୍ରେଣ୍ଡ ଇମାଦ ଶାହାଙ୍କ ଫଟୋ ଶେୟାର କରିଛନ୍ତି। ଏହା ତାଙ୍କ ଇଲେକ୍ଟ୍ରୋ-ଫଙ୍କ ବ୍ୟାଣ୍ଡ ମ୍ୟାଡବଏ/ମିଙ୍କର, ଯାହାର ଶୋ’ ଶୁକ୍ରବାର ରାତିରେ ପୁଣେରେ ହୋଇଥିଲା। ଏଥିରେ ସବାଙ୍କ ପରଫର୍ମାନ୍ସ ଥିଲା। ତାଙ୍କୁ ଉତ୍ସାହିତ କରିବା ପାଇଁ ହ୍ରିତିକ ନିଜ ଅନ୍ଦାଜର ଶୁକଭାମନା ପଠାଇଛନ୍ତି। କ୍ୟାପସନରେ ଲେଖିଛନ୍ତି ‘କମାଲ କରି ଦେବ ସମସ୍ତେ’। ନିକଟରେ ସବାଙ୍କୁ ହ୍ରିତିକ୍‌ଙ୍କ ଘରେ ଦେଖିବାକୁ ମିଳିଥିଲା।
ହ୍ରିତିକ ରୋଶନ ଦୀର୍ଘ ଦିନ ଧରି ତାଙ୍କ ସହ ପ୍ରେମସମ୍ପର୍କ ରଖିବା ପରେ ସୁଜାନେ ଖାନଙ୍କୁ ବିବାହ କରିଥିଲେ। ଉଭୟଙ୍କର ୨ ସନ୍ତାନ ଅଛନ୍ତି। କିନ୍ତୁ ଦୁହେଁ ୨୦୧୪ରେ ପରସ୍ପରଠାରୁ ଅଲଗା ହୋଇଯାଇଥିଲେ। ଏବେ ସୁଜାନେ ଅଭିନେତା ଅର୍ସଲାନ ଗୋନିଙ୍କୁ ଡେଟ୍‌ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri