ଯେତେବେଳେ ହ୍ରିତିକ୍‌ ରୋଶନଙ୍କୁ ଶ୍ରୀଦେବୀ ପଚାରିଥିଲେ ତାଙ୍କ ନାମ, ମିଳିଥିଲା ଏମିତି ଉତ୍ତର

୧୯୮୬ରେ ମୁକ୍ତିଲାଭ କରିଥିଲା ବଲିଉଡ୍‌ ଫିଲ୍ମ ‘ଭଗବାନ ଦାଦା’। ଏଥିରେ ପ୍ରମୁଖ ଚରିତ୍ରରେ ଶ୍ରୀଦେବୀ, ରଜନୀକାନ୍ତ ଏବଂ ରାକେଶ ରୋଶନ ଅଭିନୟ କରିଥିଲେ। ହ୍ରିତିକ ରୋଶନଙ୍କୁ ଫିଲ୍ମରେ ଶିଶୁକଳାକାର ଚରିତ୍ରରେ ଦେଖିବାକୁ ମିଳିଥିଲା। ଏବେ ଏହି ଫିଲ୍ମର ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ହ୍ରିତିକ୍‌ ଶ୍ରୀଦେବୀଙ୍କୁ ଦେଖା କରିବା ପାଇଁ ତାଙ୍କ ଘରକୁ ଯାଉଛନ୍ତି। ଏତିକିବେଳେ ଶ୍ରୀଦେବୀ ତାଙ୍କୁ କହୁଛନ୍ତି, ତୁମ ବିଷୟରେ କିଛି କୁହ। ଉତ୍ତରରେ ହ୍ରିତିକ୍‌ କହୁଛନ୍ତି, ମୋ ନାମ ଗୋବିନ୍ଦ, କାମଶାନ୍ତି ନଗର କାରଖାନା ପରିଚାଳକ ପ୍ରଭୁ ଦାଦାଙ୍କ ପୁଅ। ଏହା ପରେ ଶ୍ରୀଦେବୀ ତାଙ୍କୁ ଚା’ ପିଇବାକୁ କହୁଛନ୍ତି। ମାତ୍ର ହ୍ରିତିକ୍‌ କହୁଛନ୍ତି, ମୋ’ ପାଟିରୁ ବାହାରିଥିବା କଥା ସବୁବେଳେ ସତ ହୁଏ। ଆଉ ତୁମେ ମୋର ଖୁଡି ହେବ ବୋଲି ସେ କହୁଛନ୍ତି।
ଏହି ଭିଡିଓଟିକୁ ଫିଲ୍ମଫେୟାର ଶେୟାର କରିଛି। ଏଥିରେ କ୍ୟାପଶନ ଲେଖାଯାଇଛି, ଯେତେବେଳେ ହ୍ରିତିକ୍‌ ରୋଶନ ସ୍ବର୍ଗୀୟ ଅଭିନେତ୍ରୀ ଶ୍ରୀଦେବୀଙ୍କ ସହ ସ୍କ୍ରିନ୍‌ ଶେୟାର କରିଥିଲେ। ସେହି ସମୟର ଏହି ଭିଡିଓ। ଏହି ଭିଡିଓଟି ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂତଙ୍କ କବଳରେ ଭିକି

ମୁମ୍ବାଇ: ବଲିଉଡ୍‌ ଅଭିନେତା ଭିକି କୌଶଳଙ୍କ ଅପ୍‌ କମିଂ ହରର, ଥ୍ରୀଲର ଓ ଡ୍ରାମା ଫିଲ୍ମ ‘ଭୂତ-ପାର୍ଟ ଓ୍ବାନ ଦ ହଣ୍ଟେଡ୍‌ ଶିପ୍‌’ର ଟିଜର ରିଲିଜ୍‌...

ଗୀତର ପୋଷ୍ଟରରେ ଦେଖି ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ଏହି ଭାରତୀୟ ସ୍ପିନର, ଯୁବରାଜଙ୍କୁ ଯୋଗୁ ଏପରି ବଢ଼ିଥିଲା କଥା

ବମ୍ବେ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀଙ୍କ ପ୍ରେମରେ କ୍ରିକେଟର ପଡ଼ିବା କିଛି ନୂଆ କଥା ନୁହେଁ। ଅନେକ ଖେଳାଳି ଅଭିନେତ୍ରୀଙ୍କୁ ଜୀବନସାଥୀ କରି ସୁଖୀ ଦାମ୍ପତ୍ୟ ଜୀବନ...

‘ତେରେ ନାମ୍‌’ରୁ ହିଟ୍‌ ହୋଇଥିବା ଏହି ଅଭିନେତ୍ରୀ ଅଚାନକ ଛାଡ଼ିଦେଇଥିଲେ ଇଣ୍ଡଷ୍ଟ୍ରି

ଫିଲ୍ମ ‘ତେରେ ନାମ୍‌’ରୁ ହିଟ୍‌ ହୋଇଥିବା ଜଣେ ଅଭିନେତ୍ରୀ ଇଣ୍ଡଷ୍ଟ୍ରି ଛାଡ଼ି ବ୍ୟକ୍ତିଗତ ଜୀବନରେ ବ୍ୟସ୍ତ ରହୁଛନ୍ତି। ଆଉ କେହି ନୁହନ୍ତି, ସେ ହେଉଛନ୍ତି ଭୂମିକା...

ଅସୁସ୍ଥ ‘ମିଶନ ମଙ୍ଗଲ’ର ନିର୍ଦ୍ଦେଶକ

ମୁମ୍ବାଇ,୨୬।୧: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ମିଶନ ମଙ୍ଗଲ’ର ନିର୍ଦ୍ଦେଶକ ଅସୁସ୍ଥ ଥିବା ସୂଚନା ମିଳିଛି। ନିର୍ଦ୍ଦେଶକ ଜଗନ ଶକ୍ତି ମୁମ୍ବାଇରେ ତାଙ୍କ...

‘ଭିକି ଡୋନର୍‌’ ମୋ ଜୀବନର ଟର୍ନିଂ ପଏଣ୍ଟ

୨୦୧୨ରେ ବହୁଚର୍ଚ୍ଚିତ ଫିଲ୍ମ ‘ଭିକି ଡୋନର୍‌’ରୁ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ ବଲିଉଡ୍‌ର ବବ୍‌ଲି ଅଭିନେତ୍ରୀ ୟାମି ଗୌତମ। ପ୍ରଥମ ଫିଲ୍ମରୁ ହିଁ କ୍ରିଟିକାଲ ଓ...

ନିର୍ଦ୍ଦେଶକ ହେବାକୁ ଡରନ୍ତି ଶାହାରୁଖ

ମୁମ୍ବାଇ: ବଲିଉଡ୍‌ ବାଦଶାହା ଶହାରୁଖ ଖାଁ ଏବେ ଆମେରିକାରେ ନିଜ ପରିବାର ସହ ଛୁଟି କଟାଉଛନ୍ତି। ଏତିକିବେଳେ ସେ ଟକିଙ୍ଗ ମୁଭିଜ୍‌ ନାମକ ଏକ ଶୋ’ରେ...

କବିତା ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ଦେଲେ ଅମିତାଭ

ମୁମ୍ବାଇ: ସାରା ବିଶ୍ୱରେ କରୋନା ଭାଇରସ୍‌ ମହାମାରୀ କାୟା ବିସ୍ତାର କରିଚାଲିଛି। ଏଥିରୁ ମଧ୍ୟ ବାଦ୍‌ ପଡ଼ିନି ଭାରତ। ଏଠାରେ ୭୮ ଜଣ କରୋନା ଭାଇରସ୍‌ରେ...

କ୍ୱାରାଣ୍ଟାଇନ୍‌ ଶେଷ କରି ଜିମ୍‌ରେ ପହଞ୍ଚିଲେ ସୋନମ

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ନିଜ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଲଣ୍ଡନ ଫେରିଯାଇଛନ୍ତି। ଲଣ୍ଡନରେ ପହଞ୍ଚିବା ପରେ କରୋନା ସଙ୍କଟ ଯୋଗୁ...

Seven Jackpot
Advertisement


Archives

Model This Week

Why Dharitri