ଆକ୍ସନ୍‌ ଫିଲ୍ମରେ ନଜର ଆସିବେ ହ୍ରିତିକ୍‌-ସୈଫ, ସେପ୍ଟେମ୍ବରରେ ହେବ ରିଲିଜ୍‌

ବଲିଉଡ ରକ୍‌ଷ୍ଟାର ହ୍ରିତିକ୍‌ ରୋଶନ ଏବଂ ସୈଫ ଅଲି ଖାନ୍‌ଙ୍କ ଅଭିନୀତ ଫିଲ୍ମ ‘ବିକ୍ରମ ଭେଧା’ ସେପ୍ଟେମ୍ବର ୩୦ରେ ରିଲିଜ୍‌ ହେବାକୁ ଯାଉଛି। ଯାହାକୁ ଦେଖିବାକୁ ଦର୍ଶକ ଅପେକ୍ଷା କରିଛନ୍ତି। ନିକଟରେ ଏହି ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇଯାଇଛି। ଟ୍ରେଲର ଦେଖିବା ପରେ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ବଢିବାରେ ଲାଗିଛି। ତେବେ ଟ୍ରେଲରରେ ହ୍ରିତିକ ଜଣେ ଗ୍ୟାଙ୍ଗଷ୍ଟର୍‌ ଭୂମିକାରେ ନଜର ଆସୁଥିବା ବେଳେ ସୈଫ ଜଣେ ପୋଲିସ କର୍ମଚାରୀ ଭୂମିକାରେ ନଜର ଆସିଛନ୍ତି। ପୁଷ୍କର ଗାୟତ୍ରୀ ନିର୍ଦ୍ଦେଶିତ ଫିଲ୍ମଟି ୧୭୫ କୋଟିର ବଜେଟ୍‌ରେ ନିର୍ମିତ ହୋଇଛି। ଏହି ଫିଲ୍ମରେ ହ୍ରିତିକ୍‌- ସୈଫଙ୍କ ବ୍ୟତିତ ଯୋଗିତା ବିହାଣି, ରାଧିକା ଅପ୍ଟେ, ରୋହିତ୍‌ ସୁରେଶ ଆଦି ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୯ରେ ‘ଜବରିୟା ଯୋଡ଼ି’ ରିଲିଜ

ମୁମ୍ବାଇ:ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କ ଅଭିନୀତ ‘ଜବରିୟା ଯୋଡ଼ି’ ଅଗଷ୍ଟ ୯ରେ ରିଲିଜ ହେବାକୁ ଯାଉଛି। ଏଥିରେ ତାଙ୍କ ସହ ଅଭିନୟ କରିଛନ୍ତି ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା।...

କାହିଁକି ଝିଅର ନାମ ମାଳତି ମେରୀ ରଖିଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ତାଙ୍କ ଝିଅକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ପ୍ରିୟଙ୍କା ଓ ତାଙ୍କ ପତି ନିକ୍...

କରିନାଙ୍କ ଦ୍ୱିତୀୟ ପୁତ୍ରଙ୍କ ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୬।୪: କରିନା କପୁର ଖାଁ ଏବଂ ଶୈଫ୍‌ ଅଲ୍ଲୀ ଖାଁଙ୍କ ଦ୍ୱିତୀୟ ପୁତ୍ର ଫେବୃୟାରୀ ୨୧ରେ ଜନ୍ମ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାଙ୍କ କୌଣସି ଫଟୋକୁ...

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ଏହି କାରଣରୁ ଘର ସାମ୍ନାରେ ଠିଆ ହୋଇଥିଲା ଦୁଇଟି ଆମ୍ବୁଲାନ୍ସ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣା ବର୍ତ୍ତମାନ ରାଷ୍ଟ୍ରୀୟ ପ୍ରସଙ୍ଗ ହୋଇସାରିଛି। ଯାହାର ସତ୍ୟତା ଜାଣିବା ପାଇଁ ସମସ୍ତେ ଚାହିଁ ବସିଛନ୍ତି। ଏହି...

ମୋଦିଙ୍କୁ ପଛରେ ପକାଇଲେ ସନ୍ନି ଲିଓନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପଛରେ ପକାଇଦେଇଛନ୍ତି ଅଭିନେତ୍ରୀ ସନ୍ନି ଲିଓନ। ଅଗଷ୍ଟ ପ୍ରଥମ ସପ୍ତାହରେ ଗୁଗୁଲ ସର୍ଚ୍ଚରେ ସନ୍ନି ମୋଦି ଶାହରୁଖ ଖାନ୍‌, ସଲମାନ ଖାନଙ୍କୁ...

ଐଶ୍‌ଙ୍କ କଥା ରହିଲା

ବେଶ୍‌ କିଛି ବର୍ଷର ଗ୍ୟାପ୍‌ ପରେ ଐଶ୍ୱର୍ଯ୍ୟା ରାୟବଚ୍ଚନ ପୁଣି ଥରେ ବଡ଼ ପରଦାରେ ଆସୁଛନ୍ତି। ରବୀନ୍ଦ୍ର ନାଥ ଟାଗୋରଙ୍କ ପୁସ୍ତକ ‘ଥ୍ରୀ ଓ୍ବମେନ୍‌’କୁ ଆଧାର...

ଭାଇରାଲ ହେଉଛି ଜାହ୍ନବୀଙ୍କ ଡ୍ୟାନ୍ସ ଭିଡିଓ

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଜାହ୍ନବୀ କପୁର ତାଙ୍କ ଅଭିନୟକୁ ନେଇ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରି ସାରିଛନ୍ତି। ନିକଟରେ ଏକ ସାକ୍ଷାତ୍‌କାରରେ...

ଶରଦ ପାୱାରଙ୍କୁ ଭେଟିଲେ ସୋନୁ ସୁଦ

ମୁମ୍ବାଇ,୧୩ ।୨: ବଲିଉଡ୍ ଅଭିନେତା ସୋନୁ ସୁଦ ବୁଧବାର ଏନ୍‌ସିପି ନେତା ଶରଦ ପାୱାରଙ୍କୁ ତାଙ୍କ ମୁମ୍ବାଇ ସ୍ଥିତ ବାସଭବନରେ ଭେଟିଛନ୍ତି । ସୂଚନାଯୋଗ୍ୟ, ସୋନୁ...

Advertisement
Archives

Model This Week