ପ୍ରେମିକାଙ୍କୁ ପିଜା, ପାସ୍ତା ପଠାଇଲେ ହ୍ରିତିକ

ମୁମ୍ବାଇ: କିଛି ସପ୍ତାହ ପୂର୍ବରୁ ହ୍ରିତିକ ରୋଶନ ଏବଂ ସବା ଆଜାଦଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ସେବେଠାରୁ ପ୍ରଶଂସକମାନେ ଅନୁମାନ କରିଥିଲେ ଯେ, ହ୍ରିତିକ-ସବାଙ୍କ ଭିତରେ କିଛି ଚାଲିଛି। ଏପରିକି ଦୁଇଜଣ ଏକାଠି ବୁଲିବା, ଖାଇବା, ପିଇବାର ଫଟୋ ମଧ୍ୟ ଅଧିକାଂଶ ସମୟରେ ଶେୟାର କରିଥାନ୍ତି। ହ୍ରିତିକ୍‌ଙ୍କ ପରିବାର ସବାଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝୁଛନ୍ତି। ହ୍ରିତିକଙ୍କ କକା ମଧ୍ୟ ଏହାର ଝଲକ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସବା ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛନ୍ତି, ଯେଉଁଥିରେ ଲେଖିଛନ୍ତି, ରୋଶନ ପରିବାର ସହ ସେ କେତେ ନିକଟତର ହୋଇଛନ୍ତି।

ନିକଟରେ ସବା ଆଜାଦ ତାଙ୍କ ଇନ୍‌ଷ୍ଟାଗ୍ରାମ ଷ୍ଟୋରିରେ ଏକ ଫଟୋ ଶେୟାର କରିଛନ୍ତି। ହ୍ରିତିକଙ୍କ ପରିବାର ସଦସ୍ୟ ତାଙ୍କ ପାଇଁ ଖାଦ୍ୟ ପଠାଇଥିବା ଲେଖିଛନ୍ତି। ହ୍ରିତିକଙ୍କ ପରିବାର ତାଙ୍କର ବିଶେଷ ଯତ୍ନ ନେଉଛନ୍ତି। ଧିରେ ଧିରେ ସେ ସୁସ୍ଥ ହେଉଛନ୍ତି। ହ୍ରିତିକ ତାଙ୍କ ପାଇଁ ପିଜା ଏବଂ ପାସ୍ତା ପଠାଇଛନ୍ତି। ଏହାକୁ ସେ ପ୍ରଶଂସକମାନଙ୍କ ସହ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri