ଏହି ଅଭିନେତ୍ରୀଙ୍କ ପାଇଁ ହ୍ରିତିଙ୍କ ହୋଇଥିଲା ଛାଡପତ୍ର

ବଲିଉଡର ସୁପରଷ୍ଟାର ହ୍ରିତିକ୍‌ ରୋଶନ ଫିଲ୍ମ ‘କହୋନା ପ୍ୟାର୍‌ ହୈ’ରୁ ବଲିଉଡରେ ଡେବ୍ୟୁ କରିଥିଲେ । ପରେ ହ୍ରିତିକ୍‌ ସୁଜାନେ ଖାନଙ୍କୁ ବିବାହ କରିଥିଲେ। ତେବେ, ୨୦୧୪ରେ ଉଭୟଙ୍କ ଛାଡପତ୍ର ହୋଇଥିଲା। ସେହି ସମୟରେ କୁହାଯାଇଥିଲା ଯେ, ସେମାନଙ୍କ ଛାଡପତ୍ର କାରଣ ହ୍ରିତିକ ଓ କଙ୍ଗନା ରାଣାଓ୍ବତଙ୍କର ପ୍ରେମ ସମ୍ପର୍କ ଅଛି। କିନ୍ତୁ ପରେ ଏହା କେବଳ ଗୁଜବ ପ୍ରମାଣିତ ହୋଇଥିଲା। ହ୍ରିତିକ ଏବଂ କଙ୍ଗନା ‘କାଇଟ୍ସ’ ଏବଂ ‘କ୍ରିଶ ୩’ ରେ ଏକାଠି କାମ କରିଥିଲେ। ସେତେବେଳେ ଉଭୟଙ୍କ ସମ୍ପର୍କ ବିଷୟରେ ଖବର ଆସିଥିଲା। କଙ୍ଗନା ଏକ ସାକ୍ଷାତକାରରେ କହିଥିଲେ, ହ୍ରିତିକ ସୁଜାନେଙ୍କଠାରୁ ଅଲଗା ହେବା ପରେ ତାଙ୍କୁ ବିବାହ କରିବେ ବୋଲି କହିଥିଲେ। ଏହାର ଜବାବରେ ହ୍ରିତିକ କହିଥିଲେ ଯେ, କଙ୍ଗନାଙ୍କ ସହ ତାଙ୍କର କୌଣସି ସମ୍ପର୍କ ନାହିଁ। ସେ କଙ୍ଗନାଙ୍କୁ ଏକୁଟିଆ କେବେ ଭେଟି ନାହାନ୍ତି । ପରେ କଙ୍ଗନା ଏବଂ ହ୍ରିତିକଙ୍କର ଏ ଅନ୍ତରଙ୍ଗ ଫଟୋ ଲିକ ହୋଇଥିଲା। ଫଟୋରେ ହ୍ରିତିକଙ୍କ ବାହୁରେ କଙ୍ଗନା ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri