ଟାଇଗରଙ୍କ ସହ ବଡ଼ ପରଦାରେ ରୋମାନ୍ସ କରିବେ ହ୍ରିତିକ୍‌ଙ୍କ ଭଉଣୀ

ବମ୍ବେ:ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫଙ୍କ ସହ ରୋମାନ୍ସ କରୁଥିବା ନଜର ଆସିବେ ହ୍ୟାଣ୍ଡସମ୍‌ ହଙ୍କ ହ୍ରିତିକ ରୋଶନଙ୍କ ଭଉଣୀ। ଦାଦା ରାଜେଶ ରୋଶନଙ୍କ ଝିଅ ପଶ୍ମିନା ଟାଇଗରଙ୍କ ସହ ସ୍କ୍ରିନ୍‌ ଶେୟାର କରିବେ ବୋଲି ଶୁଣିବାକୁ ମିଳୁଛି। ଯଦି ଏଭଳି ହୁଏ ତେବେ ଦର୍ଶକ ନୂଆ ଯୋଡ଼ିକୁ ପରଦାରେ ଦେଖିବେ। ତେବେ ବ୍ୟକ୍ତିଗତ ଜୀବନ ଦେଖିଲେ ପଶ୍ମିନା କାର୍ତ୍ତିକ ଆର୍ୟନଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା ହେଉଛି।

ପଶ୍ମିନାଙ୍କ ଫିଲ୍ମ ଡେବ୍ୟୁ ବିଷୟରେ କଥା ହେଲେ ସେ ରୋହିତ ଶରାଫ, ଜିବ୍ରାନ ଖାଁ ଏବଂ ନାଲିୟା ଗ୍ରଓ୍ବୋଲଙ୍କ ସହ ନଜର ଆସିବେ। ୨୦୨୨ରୁ ଏନେଇ ଘୋଷଣା କରାଯାଇଛି। ସେହିଭଳି ଟାଇଗର ଏବେ ରୋହିତ ସେଟ୍ଟୀଙ୍କ ଅପକମିଂ ଫିଲ୍ମ ‘ସିଂଘମ ୩’ରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?