ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ଗଞ୍ଜାମ,୪ା୪(ବିଦ୍ୟାଧର ସାହୁ): ଶତ୍ରୁସୋଲ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଆର୍ତ୍ତତ୍ରାଣ ପଲେଇଙ୍କ ଅଧ୍ୟକ୍ଷତାରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ରୂପେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ମୁଖ୍ୟବକ୍ତା ରୂପେ ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ସୁଚିତ୍ରା ପାଣିଗ୍ରାହୀ, ସମ୍ମାନିତ ଅତିଥି ରୂପେ ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ସୁରଥ ପ୍ରଧାନ, ଏବିଇଓ ବିଜୟ ବେହେରା, ସୁବଳୟା ପଞ୍ଚାୟତର ସରପଞ୍ଚ ସସ୍ମିତା ବେହେରା, ବେଲପଡ଼ା କ୍ଲଷ୍ଟରର ସିଆରସିସି ସୌମ୍ୟରଂଜନ ସାହୁ, ବେଲପଡ଼ା କ୍ଲଷ୍ଟରର ପୂର୍ବତନ ସିଆରସିସି ନରସିଂହ ବେହେରା, ହୁମ୍ମା ଆଶ୍ରମ ସ୍କୁଲର ପ୍ରଧାନ ଶିକ୍ଷକ ଅଶୋକ କୁମାର ପାଢ଼ୀ, ସୁବଳୟା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ବେହେରା ପ୍ରମୁଖ ଯୋଗ ଦେଇ ଛାତ୍ରୀଛାତ୍ରମାନଙ୍କୁ ଭଲ ପାଠପଢ଼ି ରାଷ୍ଟ୍ର ବିକାଶରେ ଭାଗିଦାରୀ ହେବା ପାଇଁ ପରାମର୍ଶ ଦେଇଥିଲେ। ଶିକ୍ଷକ ସୁବାଷ ଚନ୍ଦ୍ର ସାହୁ, ଶିକ୍ଷୟତ୍ରୀ ଅରୁନ୍ଧତୀ ରାଉତ, ସିପ୍ରା ସରସ୍ବତୀ ପରିଡ଼ା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri