ଏହି ବ୍ୟକ୍ତି ହେଉଛନ୍ତି ଦୁବାଇରେ ଶାହାରୁଖଙ୍କ ପଡ଼ୋଶୀ, ବୁର୍ଜ ଖଲିଫାଠାରୁ ପାମ୍‌ ଆଇଲାଣ୍ଡ ଯାଏ ରହିଛି ଯାହାଙ୍କ ଅବଦାନ

ବମ୍ବେ: ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌ଙ୍କ ଦୁବାଇରେ ଏକ ଘର ଅଛି। ଏହାକୁ ସେଠାର ସରକାରୀ ସମ୍ପତ୍ତିର କମ୍ପାନୀ Nakheel ଉପହାରରେ ଦେଇଛନ୍ତି। ଦୁବାଇର ଆର୍ଟିଫିସିଆଲ ଆଇଲାଣ୍ଡ ପାମ ଜୁମେରାହରେ ଥିବା ଏହି ଘରର ନାମ ‘ଜନ୍ନତ’। ଏଠାରେ ଶାହାରୁଖଙ୍କ ପଡୋଶୀ ହେଉଛନ୍ତି ଜଣେ ଧନୀ ବ୍ୟକ୍ତି। ସେ ହେଲେ ଶେଖ ମହମ୍ମଦ ବିନ୍‌ ରଶିଦ ଅଲ ମକତୁମ।

Meet Shah Rukh Khan's billionaire neighbour in Dubai who's an influential man with a mammoth net worth of over Rs 1.1 lakh Crore | GQ India

ଶେଖ ମହମ୍ମଦ ହେଉଛନ୍ତି ୟୁଏଇର ପ୍ରଧାନମନ୍ତ୍ରୀ, ଉପରାଷ୍ଟ୍ରପତି ଏବଂ ରକ୍ଷା ମନ୍ତ୍ରୀ। ତାଙ୍କର ମୋଟ ସମ୍ପତ୍ତି ହେଉଛି ୧.୧ ଲକ୍ଷ କୋଟି ଟଙ୍କା। ରିଅଲ୍‌ ଇଷ୍ଟେଟ୍‌ରୁ ସେ ବିଶେଷକରି ରୋଜଗାର କରିଥାନ୍ତି। ଦୁବାଇକୁ ଏକ ଗ୍ଲୋବାଲ୍‌ ସିଟିରେ ପରିଣତ କରିବାର ଶ୍ରେୟ ତାଙ୍କୁ ଦିଆଯାଏ।

Sheikh Mohammed outlines 50-year charter for Dubai - News | Khaleej Times

ସେ ଏମିରେଟ୍ସ ଏୟାରଲାଇନ୍ସ, ଡିପି ଓ୍ବାଲ୍ଡ, ଜୁମେରାହ ଗ୍ରୁପ୍‌ ଭଳି ସରକାରୀ କମ୍ପାନୀ ଆରମ୍ଭ କରିଛନ୍ତି। ବୁର୍ଜ ଖଲିଫା, ଦୁନିଆର ଏକମାତ୍ର ୧୦ ଷ୍ଟାର ହୋଟେଲ ବୁଜ୍‌-ଅଲ୍‌-ଆରବ ଏବଂ ପାମ ଆଇଲାଣ୍ଡ ମଧ୍ୟ ଶେଖ ମହମ୍ମଦ ବିନ୍‌ ରଶିଦଙ୍କ ଅବଦାନ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri