Posted inଖେଳ

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର (ରବିବାର)ରୁ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଦିନିକିଆ ସିରିଜ୍ ଖେଳିବ। ସିରିଜ୍‌ର ପ୍ରଥମ ମ୍ୟାଚ୍ ତିରୁବନନ୍ତପୁରମରେ ଖେଳାଯିବ। ମ୍ୟାଚ୍ ପୂର୍ବରୁ ବିରାଟ କୋହଲି ଶୁଭମନ ଗିଲଙ୍କ ଅଧିନାୟକତ୍ୱକୁ ନେଇ ମତ ରଖିଛନ୍ତି। ଗିଲ୍ ଅଧିନାୟକ ଭାବେ ବର୍ତ୍ତମାନ କେଉଁ ସ୍ଥିତିରେ ଅଛନ୍ତି, ସେନେଇ କୋହଲି ଆଲୋଚନା କରିଛନ୍ତି।

କୋହଲି କହିଛନ୍ତି ଯେ, ଗିଲ୍ ଏବେ ବି ଅଧିନାୟକତ୍ୱ ଶିଖୁଛନ୍ତି। ସେ ଏହି ଭୂମିକାରେ ଏବେ ବି ନୂଆ। ତେବେ ଅଧିନାୟକତ୍ୱ ପାଇଁ ଗିଲଙ୍କ ପାଖରେ ଉପଯୁକ୍ତ ଦୃଷ୍ଟିକୋଣ ରହିଛି ବୋଲି କୋହଲି କହିଛନ୍ତି।

ଜିଓଷ୍ଟାର ସହ କଥା ହୋଇ କୋହଲି ଗିଲଙ୍କ ଅଧିନାୟକତ୍ୱକୁ ନେଇ କହିଛନ୍ତି, “ଶୁଭମନ ଅଧିନାୟକ ଭାବେ ଏବେ ବି ଶିଖୁଛନ୍ତି। ସେ ଏହି ଭୂମିକାରେ ଏବେ ବି ନୂଆ। କିନ୍ତୁ ତାଙ୍କ ପାଖରେ ସଠିକ୍ ଦୃଷ୍ଟିକୋଣ ଏବଂ ଟିମ୍ ଇଣ୍ଡିଆକୁ ନେତୃତ୍ୱ ଦେବାର ଉପଯୁକ୍ତ ତୀବ୍ରତା ରହିଛି। ମୈଦାନରେ ଆମେ କିପରି କାମ କରିବୁ, ସେନେଇ ତାଙ୍କ ପାଖରେ ବହୁତ ସ୍ପଷ୍ଟ ଯୋଜନା ରହିଛି।”

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ନବଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ନଜରରେ ୫ ରାଶି: ରବିବାରଠୁ ଭାଗ୍ୟରେ ଲାଗିବ ଲଟେରୀ, ଆୟ ସହିତ ବଢିବ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ନବଗ୍ରହଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ପ୍ରତିଷ୍ଠା, ନେତୃତ୍ୱ କ୍ଷମତା ଓ କର୍ମକ୍ଷେତ୍ରରେ ସଫଳତା ସହ ସୂର୍ଯ୍ୟଙ୍କୁ ଯୋଡ଼ି ଦେଖାଯାଏ। ତେଣୁ…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’

ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?