ଦିବ୍ୟାଙ୍ଗଙ୍କ ପାଇଁ ଓ୍ବାର୍କ ସିମୁଲେଟର ପ୍ରଦାନ କରିବ ହୁଡ୍‌କୋ

ଭୁବନେଶ୍ୱର,୨୪।୧(ଅନୁରାଧା ମହାରଣା): ହୁଡ୍‌କୋ ଏହାର ସାମାଜିକ ଉତ୍ତର ଦାୟିତ୍ୱ ଯୋଜନା ଅଧୀନରେ ଦିବ୍ୟାଙ୍ଗମାନଙ୍କ ପାଇଁ ଏକ ବିଶେଷ ଉପକରଣ ଓ୍ବାର୍କ ସିମୁଲେଟର କ୍ରୟ ପାଇଁ ସ୍ବାମୀ ବିବେକାନନ୍ଦ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ରିହାବିଲିଟେଶନ ଟ୍ରେନିଂ ଆଣ୍ଡ ରିସର୍ଚ୍ଚ କର୍ତ୍ତୃପକ୍ଷଙ୍କୁ ୯୦ଲକ୍ଷ ଟଙ୍କା ପ୍ରଦାନ ପାଇଁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏନେଇ ଆବଶ୍ୟକୀୟ ଦସ୍ତାବିଜ୍‌ ମଧ୍ୟ ହସ୍ତାନ୍ତର କରାଯାଇଛି। ସାମାଜିକ ଉତ୍ତରଦାୟିତ୍ୱ ମାଧ୍ୟମରେ ପ୍ରଦତ୍ତ ସିମୁଲେଟର ଯନ୍ତ୍ରାଂଶଟି ଓଡ଼ିଶାରେ ପ୍ରଥମ ଏବଂ ପୂର୍ବ ଭାରତରେ ଏହା ଦ୍ୱିିତୀୟ ବୋଲି ହୁଡ୍‌କୋ ପକ୍ଷରୁ କୁହାଯାଇଛି। ଏହି ସିମୁଲେଟର ଦିବ୍ୟାଙ୍ଗମାନଙ୍କ ଗୃହକର୍ମ, ବୃତ୍ତିଗତ କର୍ମ, ଦୈନନ୍ଦିନ କାର୍ଯ୍ୟ କରିବାରେ ସହାୟକ ହେବ। ସୂଚନା ଥାଉ କି, ହୁଡ୍‌କୋ ପୂର୍ବରୁ ମାଲକାନଗିରି ଜିଲାରେ ସ୍ବାସ୍ଥ୍ୟସେବା ଉନ୍ନତୀକରଣ ପାଇଁ ୪ଟି ଆମ୍ବୁଲାନ୍ସ ଯୋଗାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri