Posted inଫୁରସତ

ଆଜି ହଗ୍‌ ଡେ’: ସାଥୀଙ୍କୁ ଆଲିଙ୍ଗନ କରି କୁହନ୍ତୁ ହୃଦୟ ଖୋଲା କଥା

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ୍‌ ୧୪ରେ ଶେଷ ହେବ। ଭାଲେଣ୍ଟାଇନ ସପ୍ତାହର ଷଷ୍ଠ ଦିନରେ ହଗ୍‌ ଡେ’ ବା ଆଲିଙ୍ଗନ ଦିବସ ପାଳନ କରାଯାଏ। ଏହା ପରେ କିସ୍‌ ଡେ ଏବଂ ଶେଷରେ ଭାଲେଣ୍ଟାଇନ୍ସ ଡେ ପାଳନ କରିଥାନ୍ତି ପ୍ରେମୀଯୁଗଳ। ଆଜିର ଦିନରେ ପ୍ରେମୀଯୁଗଳ ପରସ୍ପରକୁ ଆଲିଙ୍ଗନ କରି ସେମାନଙ୍କର ଭାବନା ପରିପ୍ରକାଶ କରିଥାନ୍ତି। ଜଣେ ଜଣକ ସହ ହୃଦୟ ଖୋଲା କଥା ହୁଅନ୍ତି। ଏଥି ସହିତ ପ୍ରେମୀଯୁଗଳ ହଗ୍‌ ଡେ’ରେ ପରସ୍ପରକୁ ରୋମାଣ୍ଟିକ୍‌ ବାର୍ତ୍ତା ମଧ୍ୟ ପଠାଇବାକୁ ଆଦୌ ଭୁଲନ୍ତି ନାହିଁ। ଏହା ଦ୍ୱାରା ସମ୍ପର୍କ ଆହୁରି ସୁଦୃଢ଼ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ…

‘୧୨ କୋଟି ୫୦ ଲକ୍ଷ ଲୋକ…’ ‘ଭାରତ’ ଲେଖି ବଡ଼ ଭୁଲ କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୧୦: ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଉପହାସର ଶିକାର…

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ଟାଇପ ୧ ଡାଇବେଟିସ କ’ଣ? ଏହା ପଛରେ କ’ଣ ରହିଛି କାରଣ ଜାଣନ୍ତୁ…

ନୀରବ ଘାତକ ଭାବରେ ଗଣନା କରାଯାଉଥିବା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ହେଉଛି ଡାଇବେଟିସ୍‌ ବା ମଧୁମେହ। ଏହା ପଛରେ ଅନେକ କାରଣ ରହିଛି। ତେବେ ଟାଇପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?