Posted inଫୁରସତ

ଜୋତାଷ୍ଟାଣ୍ଡ ର଼୍ୟାକ୍‌ ଉପରେ ବିରାଟ ବଡ଼ ଅହିରାଜ

ପ୍ରତ୍ୟୋକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଭାଇରାଲ ହୋଇଥାଏ।
ଏଥିରେ କିଛି ମଜାଳିଆ ଭିଡିଓ ହୋଇଥାଏ ତ ଆଉ କିଛି ଆଶ୍ଚର୍ଯ୍ୟ କରିଦେଲା କରିଦେବା ଭଳି ଭିଡିଓ ଥାଏ । ଏମିତି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭିଡିଓରେ ଏକ ବିରାଟ ବଡ଼ ଅହିରାଜ ନଜର ଆସୁଛି। ସାପଟିକୁ ଏକ ଜୋତା ର଼୍ୟାକ୍‌ ଉପରେ ଦେଖିବାକୁ ମିଳୁଛି। କିଙ୍ଗ କୋବ୍ରାର ଏହି ଭିଡିଓ ଦେଖିବା ପରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି । ଘରର କୋଣରେ ଥିବା କିଙ୍ଗ କୋବ୍ରାକୁ ଦେଖିବା ପରେ ଘରଲୋକେ ଆଶ୍ଚର୍ଯ୍ୟ ହୋଇପଡ଼ୁଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ୟୁଜର @kohtshoww ଦ୍ୱାରା ଏହି ଭିଡିଓ ଶେୟାର କରାଯାଇଛି । ଭିଡିଓଟି ପୋଷ୍ଟ ହେବା ପରେ ଭାଇରାଲ ହେବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri