Posted inଜାତୀୟ

ଜଷ୍ଟିସଙ୍କ ଘରୁ ବିପୁଳ ଟଙ୍କା ଜବତ ଘଟଣା: ୩ ଜଣିଆ ତଦନ୍ତ କିମିଟି ଗଠନ କଲେ ବାଚସ୍ପତି

ନୂଆଦିଲ୍ଲୀ,୧୨।୮: ଘରରୁ ବିପୁଳ ପରିମାଣର ନଗଦ ଟଙ୍କା ମିଳିବା ପରେ ବିବାଦ ମଧ୍ୟକୁ ଆସିଛନ୍ତି ଜଷ୍ଟିସ ଯଶୱନ୍ତ ବର୍ମା। ତାଙ୍କୁ ବହିଷ୍କାର କରିବା ପାଇଁ ଆସିଥିବା ପ୍ରସ୍ତାବକୁ ନଜରରେ ରଖି ମଙ୍ଗଳବାର ଲୋକସଭା ବାଚସ୍ପତି ଓମ୍‌ ର୍ବିଲା ୩ ଜଣିଆ ତଦନ୍ତ କମିଟି ଗଠନ କରିଛନ୍ତି।

କମିଟିରେ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଅରବିନ୍ଦ କୁମାର, ମାଡ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମନିନ୍ଦର ମୋହନ ଓ ବରିଷ୍ଠ ଆଇନଜୀବୀ ବିଭି ଆଚାର୍ଯ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ…

କେଜରିୱାଲଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ! ଏଏପି ମୁଖ୍ୟ କହିଛନ୍ତି – ‘ମେଟା ମୋଦି ସରକାରଙ୍କ ଆଗରେ ମୁଣ୍ଡ ନୁଆଁଇବା ଉଚିତ ନୁହେଁ’

ନୂଆଦିଲ୍ଲୀ,୬।୮: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ଭିଡିଓ ଶେୟାର କରି ପ୍ରକାଶ କରିଛନ୍ତି ଯେ…

ଭାରତର ଏହି ସ୍ଥାନରେ ଏଯାଏଁ ପହଞ୍ଚିନି କଳିଯୁଗ? ରହସ୍ୟ ଜାଣିଲେ କାବା ହୋଇଯିବେ…

ନୂଆଦିଲ୍ଲୀ,୬।୮: ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଚାରୋଟି ଯୁଗ— ତ୍ରେତାୟୁଗ, ସତ୍ୟଯୁଗ, ଦ୍ୱାପର ଯୁଗ ଏବଂ କଳିଯୁଗର ବର୍ଣ୍ଣନା କରାଯାଇଛି। ତିନୋଟି ଯୁଗ ଶେଷ ହୋଇସାରିଛି ଏବଂ ଏବେ ଶେଷ…

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ସ୍ତ୍ରୀକୁ ପ୍ରେମିକ ସହ ବିବାହ କରାଇଲେ ସ୍ୱାମୀ, ଲୋକେ କହିଲେ ୫ଟା ଛୁଆ ପରେ…

ଉତ୍ତରପ୍ରଦେଶ,୬।୮ : ପ୍ରେମ ଦୁଇଟି ହୃଦୟର ମିଳନ ନୁହେଁ, ଏହା ବିଶ୍ୱାସ, ସମ୍ମାନ ଓ ତ୍ୟାଗର ଏକ ସୁନ୍ଦର ଅନୁଭୂତି । ପ୍ରେମରେ ଶବ୍ଦଠାରୁ ଅଧିକ ମୂଲ୍ୟବାନ…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri