ମହାମାୟାଙ୍କ ଦର୍ଶନ ପାଇଁ ପ୍ରବଳ ଜନସମାଗମ , ନବମୀରେ ଶ୍ରଦ୍ଧାଳୁଙ୍କ ପାଇଁ ହେବ…

ପାଟଣା, ୩୦।୯( ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟର ବିଭିନ୍ନ ପୀଠ ଓ ଗୃହରେ ସୋମବାର ମା’ଙ୍କ ସପ୍ତମୀ ପୂଜା ସରିଥିବା ବେଳେ ପାଟଣା ଦୁର୍ଗା ମଣ୍ଡପରେ ମଙ୍ଗଳବାର ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା ଚାଲିଛି। ପୂଜକ ଭାବେ ବୃନ୍ଦାବନ ଷଡଙ୍ଗୀ , ପୁସ୍ତକ ଆଚାର୍ଯ୍ୟ ଭାବେ ଶୁକଦେ ମିଶ୍ର, ଆଚାର୍ଯ୍ୟ ରବିନାରାୟଣ ଦାଶ , ନନ୍ଦ କିଶୋର ଦାଶ ପ୍ରମୁଖ ପୂଜାଅର୍ଚ୍ଚନା ନୀତି କାନ୍ତି କରିଥିବା ବେଳେ କର୍ତ୍ତା ଭାବେ ପ୍ରଦୀପ କୁମାର ଦାଶ ଦେନୀତି ସମ୍ପାଦନ କରିଥିଲେ। ଆୟୋଜକ ଦୁର୍ଗା ପୂଜା କମିଟି ପକ୍ଷରୁ ସହଦେବ ବେହେରା, ଯୁଗଳ କିଶୋର ଦାଶ, ରଣଜିତ ଚକ୍ର , ବିଭୁତି ଭୁଷଣ ବେହେରା, ଅଜୟ କୁମାର ବେହେରା, ବିବେକାନନ୍ଦ ଦାଶ,ସୁଦାମ ଦାଶ, ମଧବା ନନ୍ଦ ପୃଷ୍ଟୀ, କମଳା କାନ୍ତ ପତି, ଶିବନାରାୟଣ ମିଶ୍ର, ଅଜୟ ଦାସ , ଯତୀନ୍ଦ୍ର କୁମାର ଦାଶ , ପ୍ରବୀଣ ଭଞ୍ଜ ଦେଓ, ସନ୍ତୋଷ କର, ସୁବୁଦ୍ଧି ବେଜ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶାନ୍ତିଶୃଙ୍ଖଳାର ସହ ପୂଜା ଅର୍ଚ୍ଚନା ଚାଲିଛି। ଅଷ୍ଟମୀରେ ମହାମାୟାଙ୍କୁ ଦର୍ଶନ ଓ ସାନିଧ୍ୟ ପାଇଁ ସମସ୍ତ ବ୍ରତଧାରି ଓ ଭକ୍ତମାନଙ୍କ ପ୍ରବଳ ଜନସମାଗମ ପରିଲକ୍ଷିତ ହୋଇଛି। ସୁଦୃଶ୍ୟ ଆଲୋକ ମାଳା ସହ ତୋରଣ ଶ୍ରଦ୍ଧାଳୁଙ୍କ ମନ ମୋହୁଛି। ନବମୀରେ ବୁଧବାର ଶ୍ରଦ୍ଧାଳୁଙ୍କ ପାଇଁ ସଙ୍କୁଡି ଭୋଗ ବ୍ୟବସ୍ଥା ହୋଇଛି। ଗୁରୁବାର ସନ୍ଧ୍ୟାରେ ରାବଣ ପୋଡ଼ି କମିଟି ତରଫରୁ ପାଟଣା ଷ୍ଟାଡିୟମରେ ରାବଣ ପୋଡ଼ି ସହ ଆସତ ବାଜି କାର୍ଯ୍ୟକ୍ରମ ହେବ ବୋଲି କମିଟିର ସଭାପତି ବିଜୟ ରତ୍ନ ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri