Posted inରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ ଦେଖିବାକୁ ଭୁବନେଶ୍ୱରରେ ଜନସମୁଦ୍ର

Featured Video Play Icon

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ ଗୁରୁବାର ସନ୍ଧ୍ୟାରେ ଗଙ୍ଗନଗରଠାରେ ନବୀନଙ୍କ ଗାଡ଼ି ପହଞ୍ଚିଥିଲା। ନବୀନ ଗାଡ଼ି ଉପରକୁ ଉଠି ସେଠାରେ ସମବେତ ହଜାର ହଜାର ଲୋକଙ୍କୁ ଉଦ୍‌ବୋଧନ ଦେଇଥିଲେ। ରାସ୍ତା ଖଚାଖଚ ଭିଡ଼ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri