Posted inରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ ଦେଖିବାକୁ ଭୁବନେଶ୍ୱରରେ ଜନସମୁଦ୍ର

Featured Video Play Icon

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ ଗୁରୁବାର ସନ୍ଧ୍ୟାରେ ଗଙ୍ଗନଗରଠାରେ ନବୀନଙ୍କ ଗାଡ଼ି ପହଞ୍ଚିଥିଲା। ନବୀନ ଗାଡ଼ି ଉପରକୁ ଉଠି ସେଠାରେ ସମବେତ ହଜାର ହଜାର ଲୋକଙ୍କୁ ଉଦ୍‌ବୋଧନ ଦେଇଥିଲେ। ରାସ୍ତା ଖଚାଖଚ ଭିଡ଼ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବିନା ଅଗ୍ନି ନିରାପତ୍ତା ପ୍ରମାଣପତ୍ରରେ ଚାଲିଛି ହୋଟେଲ, ପୁରୀରେ….

ଭୁବନେଶ୍ୱର,୧୧।୮(ରବିନାରାୟଣ ଜେନା): ପୁରୀ ହେଉଛି ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର। ଏଠାକୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଧାଇଁ ଆସନ୍ତି। ଏହାବ୍ୟତୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri