ଘାନାରେ ଶକ୍ତିଶାଳୀ ବିସ୍ଫୋରଣ

ଆକରା,୨୧ ।୧: ଘାନାରେ ହୋଇଥିବା ଏକ ଶକ୍ତିଶାଳୀ ବିସ୍ଫୋରଣରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ନିକଟରେ ଥିବା ଅନେକ ଘର ଭାଙ୍ଗି ଯାଇଥିବା କୁହାଯାଉଛି । କୁହାଯାଉଛି କି ସୁନା ଖଣି ପାଇଁ ବିସ୍ଫାରକ ନେଇ ଯାଉଥିବା ଏକ ଟ୍ରକ ଗୋଟିଏ ବାଇକକୁ ଧକ୍କା ଦେବା ଫଲରେ ଏହି ବିସ୍ଫୋରଣ ହୋଇଛି । ବାଇକଟି ଟ୍ରକ ତଳକୁ ଚାଲିଯିବାରୁ ସେଠାରେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ତେବେ ଏଥିରେ କେତେ ଲୋକଙ୍କ ଜୀବନ ଯାଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଏହାକୁ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଘୁରି ବୁଲୁଥିବା ବେଳେ ଏଥିରେ କେ ସତ୍ୟତା ରହିଛି ତାହା ମଧ୍ୟ ସ୍ପଷ୍ଟ ହୋଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ରୁହ ସତର୍କ, ଏବେ ବି ଶେଷ ହୋଇନି କରୋନା…

ଜେନେଭା, ୨୩।୫ : ବିଶ୍ୱ ସୱାସ୍ଥ୍ୟ ସଂଗଠନ ମୁଖ୍ୟ ଚେତାବନୀ ଦେଇଛନ୍ତି ଯେ କରୋନା ସଂକ୍ରମଣ ହ୍ରାସ ପାଇବା ପରେ ବି ମହାମାରୀ ଏପର୍ଯ୍ୟନ୍ତ ଶେଷ...

ଏଡ୍‌ସରେ ୭୭ ଲକ୍ଷଙ୍କ ମୃତ୍ୟୁ ଆଶଙ୍କା

ଜେନେଭା, ୧ା୧୨: ଏଚ୍‌ଆଇଭି ବିଶ୍ୱସ୍ତରୀୟ ପ୍ରମୁଖ ସ୍ବାସ୍ଥ୍ୟ ସଙ୍କଟ ପାଲଟିଛି। ଆସନ୍ତା ୧୦ ବର୍ଷ ମଧ୍ୟରେ ବିଶ୍ୱର ପ୍ରାୟ ୭୭ ଲକ୍ଷ ଲୋକଙ୍କ ଏଡ୍‌ସ କିମ୍ବା...

ହାର ମାନିବାକୁ ପ୍ରସ୍ତୁତ ନୁହଁନ୍ତି ଟ୍ରମ୍ପ!

ଓ୍ବାଶିଂଟନ,୨୦।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିର୍ବାଚନରେ ହାରି ଯିବାର ସ୍ଥିତିକୁ ନେଇ ଏମିତି କଥା କହିଛନ୍ତି ଯାହା ସମସ୍ତଙ୍କୁ ଚମକାଇ ଦେଇଛି। ସେ କହିଛନ୍ତି...

ପାକିସ୍ତାନର ନୂଆ ନାଟକ: ବନ୍ଦ କଲା ଟେଲିଭିଜନର ବିଶେଷ କାର୍ଯ୍ୟକ୍ରମ

ଇସଲାମାବାଦ,୧୧।୮: ଗୋଟିଏ ପରେ ଗୋଟିଏ ନୂଆ ନାଟକ କରି ଚାଲିଛି ପାକିସ୍ତାନ। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିଯିବା ପରେ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇଛି।...

ବିବାହ ବିଚ୍ଛେଦ ପାଇଁ ସରଳ କରାଯାଉ ଆଇନ

ଡବଲିନ,୨୭।୫: ଆୟରଲାଣ୍ଡରେ ବିବାହ ବିଚ୍ଛେଦ ଆଇନକୁ ସରଳୀକରଣ କରିବା ପାଇଁ ୮୨ ପ୍ରତିଶତ ଲୋକ ଦାବି କରିଛନ୍ତି। ଏଥିପାଇଁ ସ୍ଥାନୀୟ ଲୋକେ ରାସ୍ତାକୁ ଓହ୍ଲାଇଥିବା ଜଣାପଡ଼ିଛି।...

ବିଗୁଡୁଛି ପୁଟିନ୍‌ଙ୍କ ସ୍ବାସ୍ଥ୍ୟ

ମସ୍କୋ,୩।୫: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ଥିବାବେଳେ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କ୍ୟାନ୍‌ସର ଚିକିତ୍ସା ପାଇଁ କିଛିଦିନ କ୍ଷମତାରୁ ଦୂରେଇ ରହିବା ନେଇ କ୍ରେମଲିନ୍‌ର...

ବ୍ରିଟେନ ସାଧାରଣ ନିର୍ବାଚନ ଲାଗି ମତଦାନ

ଲଣ୍ଡନ,୧୩।୧୨(ପି.ଟି.):ବ୍ରିଟେନରେ ପାଖାପାଖି ୧୦୦ ବର୍ଷ ପରେ ପ୍ରଥମ ଥର ଡିସେମ୍ବରରେ ସାଧାରଣ ନିର୍ବାଚନ ହେଉଥିବାବେଳେ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପରିଲକ୍ଷିତ ହୋଇଛି। ଗୁରୁବାର ଭୋଟକେନ୍ଦ୍ରଗୁଡିକରେ...

ଇନଷ୍ଟାଗ୍ରାମରୁ ସମସ୍ତ ପୋଷ୍ଟ ହଟାଇଲେ ମେଲାନିଆ

ୱାଶିଂଟନ,୧୩ ।୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶାସନ କ୍ଷମତା ହଟାଇବା ପରେ ଏବେ ପତ୍ନୀ ମେଲାନିଆ ଟ୍ରମ୍ପଙ୍କ ସହ ତାଙ୍କର ସମ୍ପର୍କ କୁଆଡେ...

Advertisement
Archives

Model This Week