Odisha Elections 2024
Posted inଜାତୀୟ

ଚଣ୍ଡିଗଡ଼ ଅଭିମୁଖେ ବିଶାଳ ଚାଷୀ ରାଲି

ଚଣ୍ଡିଗଡ଼,୨୭ା୧୧: କୃଷି ଆଇନ ବିରୋଧରେ ନୂଆଦିଲ୍ଲୀରେ ଚାଷୀ ଆନ୍ଦୋଳନର ତୃତୀୟ ବାର୍ଷିକୀ ଅବସରରେ ଚଣ୍ଡିଗଡ଼ରେ ବିଶାଳ ବିକ୍ଷୋଭ ହେବାକୁ ଯାଉଛି। ପଞ୍ଜାବ ଓ ହରିୟାଣାରୁ ବହୁସଂଖ୍ୟାରେ ଚାଷୀ ଏହି ୩ ଦିନିଆ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଦିଲ୍ଲୀ ଆନ୍ଦୋଳନ ସମୟରେ କୃଷକ ସଂଗଠନଗୁଡ଼ିକ ରଖିଥିବା କେତେକ ଦାବି ଏପର୍ଯ୍ୟନ୍ତ ପୂରଣ ହୋଇ ନ ଥିବାରୁ ଏହାର ପ୍ରତିବାଦରେ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଛି। ହଜାର ହଜାର ଚାଷୀ ଟ୍ରାକ୍ଟର ଟ୍ରଲିରେ ଚଣ୍ଡିଗଡ଼ ଆସୁଥିବାରୁ ଏହା ସିଙ୍ଘୁ-ଟିକ୍ରି ସୀମାରେ ହୋଇଥିବା ସମାବେଶ ଅନୁରୂପ ହେବାକୁ ଯାଉଛି। ଚାଷୀମାନଙ୍କୁ ଅଟକାଇବା ପାଇଁ ପଞ୍ଜାବ, ଚଣ୍ଡିଗଡ଼ ଏବଂ ହରିୟାଣା ପୋଲିସ ପକ୍ଷରୁ ଆନ୍ତଃରାଜ୍ୟ ସୀମାଗୁଡ଼ିକୁ ସିଲ୍‌ କରିଦିଆଯାଇଛି। କୃଷକମାନେ ମୋହାଲିର ଗୁରୁଦ୍ୱାରା ଅମ୍ବା ସାହିବରେ ଏକାଠି ହୋଇ ସେଠାରୁ ସୋମବାର ଚଣ୍ଡିଗଡ଼ ଅଭିମୁଖେ ଶୋଭାଯାତ୍ରା କରିପାରନ୍ତି ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ମଧ୍ୟରେ ରଶ୍ମିକାଙ୍କ ଉପରେ କାହିଁକି ରାଗିଲା କଂଗ୍ରେସ?

ନୂଆଦିଲ୍ଲୀ,୧୯।୫: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ‘ଅଟଳ ବିହାରୀ ବାଜପେୟୀ ସେୱ୍ରି-ନଭା ଶେଭା ଅଟଳ ସେଟୁ’ର ଏକ ପ୍ରମୋସନାଲ ଭିଡିଓ ପୋଷ୍ଟ କରିଥିବାରୁ ଅଭିନେତ୍ରୀ ରଶ୍ମିିକା...

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

କେଜରିଓ୍ବାଲଙ୍କ ଘରୁ ସିଲ ବନ୍ଦ ବାକ୍ସ ଧରି ବାହାରିଲା ପୋଲିସ

ନୂଆଦିଲ୍ଲୀ,୧୯।୫: ଏଏପି ଏମପି ଶ୍ୱାତି ମାଲିୱାଲଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ସଂପର୍କରେ ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ କଜେରିଓ୍ବାଲଙ୍କ ବାସଭବନରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରୁ...

ଅଖିଳେଶ-ରାହୁଲଙ୍କ ଜନସଭାରେ ହଙ୍ଗାମା: ଭାଷଣ ନ ଦେଇ ଫେରିଲେ ଦୁଇ ନେତା

ପ୍ର୍ରୟାଗରାଜ,୧୯।୫: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ବଡ଼ ଖବର ସାମ୍ନାକୁ ଆସିଛି। ଫୁଲପୁର ଲୋକ ସଭା ଆସନରେ ଆୟୋଜିତ କଂଗ୍ରେସ ଏବଂ ସମାଜବାଦୀ ପାର୍ଟୀର ମିଳିତ ଜନସଭାରେ ହଠାତ...

ହାଇଭୋଲ୍‌ଟେଜ୍‌ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍‌ରିଓ୍ବାଲ, କହିଲେ…

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ...

ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି

ଜୟପୁର,୧୯ା୫: ରାଜସ୍ଥାନର ଏଆର୍‌ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ...

ଏଏପି ଛାଡ଼ିବେ ସ୍ବାତୀ ମାଲିଓ୍ବାଲ! ଦଳ ଛାଡିଲେ ହରେଇବେ ରାଜ୍ୟ ସଭା ସିଟ୍‌

ନୂଆଦିଲ୍ଲୀ,୧୯।୫: ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଏବଂ ତାଙ୍କ ପାର୍ଟି ଆମ ଆଦମୀ ମଧ୍ୟରେ ସମ୍ପର୍କ ଧିରେଧିରେ ବିଗିଡିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ଦକ୍ଷିଣ-ଆଣ୍ଡାମାନ ଛୁଇଁଲା ମୌସୁମୀବାୟୁ

ଭୁବନେଶ୍ୱର,୧୯।୫: ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ରବିବାର କୋମରିନ-ମାଲଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଅଞ୍ଚଳକୁ ଅଗ୍ରସର ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ଗତ ୨୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri