ଗଞ୍ଜାମ ସମୁଦ୍ର ତଟରେ ଲାଗିଲା ବିରାଟକାୟ ଲୌହ ପିଣ୍ଡ, ଦେଖିବାକୁ ଲୋକଙ୍କ ଭିଡ଼

ଗଞ୍ଜାମ,୨୪।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଟେଶ୍ଵର-ପୋଡମପେଟା ସମୁଦ୍ର କୂଳରେ ଏକ ଲୌହ ପିଣ୍ଡ ପଡିଥିବା ଦେଖିବାକୁ ମିଳିଥିଲା l ଏହାକୁନେଇ ଭିନ୍ନ ମତ ପ୍ରକାଶ ପାଇଛି l ଖବରପାଇ ନୌସେନା ପଦାଧିକାରୀ ପହଞ୍ଚି ଏହା ସମୁଦ୍ର ମଧ୍ୟରେ ବିଭିନ୍ନ ଦେଶର ଜଳ ସୀମା ନିର୍ଦ୍ଧାରିତ କରିଥାଏ ବୋଲି କହିଛନ୍ତି l

କୌଣସି କାରଣବଶତଃ ଏହା ବିଛିନ୍ନ ହୋଇ ଭାଷୀ ଆସି କୂଳରେ ଲାଗିଥିବା କୁହାଯାଇଛି l ଅନ୍ୟପଟେ ଏହା ଯାହାଜରେ ଲାଗୁଥିବା ଏକ ଯନ୍ତ୍ରାସ ଲୌହ ପିଣ୍ଡ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି l ସମୁଦ୍ରରୁ ଭାସି ଭାସି କୂଳରେ ଲାଗିବା ପରେ ଦେଖିବାକୁ ଲୋକଙ୍କ ଭିଡ଼ ଜମିଥିଲା l ସେଠାରେ ବନ ବିଭାଗ ପକ୍ଷରୁ କୋଷ୍ଟ ଗାର୍ଡ ନିୟୋଜିତ କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?