ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୫।୧: ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ମଙ୍ଗଳବାର ଜବତ କରାଯାଇଛି। ରାଜ୍ୟ ଅବକାରୀ ଫ୍ଲାଇଂସ୍କ୍ବାଡ୍‌ କଟକ ଅଧ୍ୟୀକ୍ଷକ ଦେବାଶିଷ ପଟେଲଙ୍କ ନେତୃତ୍ୱରେ ଏକ ୧୫ ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଥିଲେ। ସାମନ୍ତରାପୁରର ରାଜେନ୍ଦ୍ର ପୃଷ୍ଟିଙ୍କ ଘର ଓ ପ୍ରାଣୀଧନ ଚିକିତ୍ସାଳୟ ନିକଟ ପରିବା ଦୋକାନରୁ ଅବକାରୀ ପୋଲିସ ଏହି ବ୍ରାଉନସୁଗାର ଜବତ କରିଛି। ଅବକାରୀ ବିଭାଗ ତାଙ୍କୁ ଗିରଫ ପରେ ଅଧିକ ପଚରାଉଚରା ପାଇଁ
ଖୋର୍ଦ୍ଧାସ୍ଥିତ ଅବକାରୀ କାର୍ଯ୍ୟାଳୟକୁ ନେଇଛନ୍ତି। ଏ ନେଇ ଅବକାରୀ ଅଧ୍ୟୀକ୍ଷକ ପଟେଲ କୁହନ୍ତି, ଅବକାରୀ କମିଶନର ଆଶିଷ ସିଂଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ସାମନ୍ତରାପୁରସ୍ଥିତ ରାଜେନ୍ଦ୍ରଙ୍କ ଘରେ ଚଢ଼ାଉ କରାଯାଇଥିଲା। ପରେ ତାଙ୍କୁ ଧରି ପ୍ରାଣୀଧନ ଚିକିତ୍ସାଳୟ ନିକଟ ତାଙ୍କ ପରିବା ଦୋକାନରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି। ଏହି ବ୍ରାଉନସୁଗାର କୋଲକାତାରୁ ବାଲେଶ୍ବର ଜଳେଶ୍ବର ଦେଇ ଖୋର୍ଦ୍ଧା ଆସିଥିଲା। ଏଠାରୁ ବିଭିନ୍ନ ସ୍ଥାନକୁ ସପ୍ଲାଏ କରାଯାଉଛି। ହେଲେ ଖୋର୍ଦ୍ଧାକୁ ନିଶାମୁକ୍ତ ପାଇଁ ଅଭିଯାନ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri