ବିପୁଳ ପରିମାଣର ଚୋରା ବନ୍ଧୁକ, ଗୁଳି ଜବତ

ଛେଣ୍ଡିପଦା,୧୯।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କେରଜାଙ୍ଗ ଗାଁରୁ ବିଳମ୍ବିତ ରାତିରେ ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ ହୋଇଛି। ଏ ନେଇ ଜଣଙ୍କୁ ଏସ୍‌ଟିଏଫ୍‌ ପକ୍ଷରୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ, ଅନେକ ଦିନ ହେଲା ଛେଣ୍ଡିପଦା ଅଞ୍ଚଳରେ ବେଆଇନ ଭାବେ ଅସ୍ତ୍ରଶସ୍ତ୍ର ବିକ୍ରି ହେଉଥିବାର ସୂଚନା ମିଳିଥିଲା । ଶୁକ୍ରବାର ରାତିରେ ସୂଚନା ମିଳିବା ପରେ ଅନୁଗୋଳ ଛେଣ୍ଡିପଦା ପୋଲିସ ସହାୟତାରେ ଭୁବନେଶ୍ବରର ଏସ୍‌ଟିଏଫ ଛେଣ୍ଡିପଦା ଥାନା ଅଞ୍ଚଳର କେରଜାଙ୍ଗ ଗାଁ ନିକଟରେ ରାସ୍ତା କଡରେ ବିକ୍ରି ପାଇଁ ଅପେକ୍ଷା କରିଥିବା ବେଳେ ଚଢ଼ାଉ କରିଥିଲା । ଚାଢାଉ ବେଳେ ତାଙ୍କ ନିକଟରୁ ପୋଲିସ ୮ଟି ଦେଶୀ ବନ୍ଧୁକ ଓ ୭ଟି ଗୁଳି ଜବତ ସହିତ ୨୮ ବର୍ଷୀୟ ରତ୍ନାକର କାଲଟାଙ୍କୁ ପୋଲିସ ପକ୍ଷରୁ କାବୁ କରାଯାଇଛି । ରତ୍ନାକରଙ୍କ ଘର ଛେଣ୍ଡିପଦା ଥାନା ସୀମାନ୍ତ ସମ୍ବଲପୁର ଜିଲା ନାକିଟଦେଉଳ ଥାନା ସରପାଲି ଅଞ୍ଚଳରେ ହୋଇଥିବା ଜଣାପଡିଛି । କିଛିଦିନ ହେଲା ଚୋରା ବନ୍ଧୁକ ବେପାର ବଢ଼ି ଚାଲିଥିଲା । ଏ ନେଇ ଛେଣ୍ଡିପଦା ଥାନା କେସ୍‌ ନଂ ୫୮୯/୨୧ରେ ଏକ ମାମଲା ରୁଜୁ କରିବା ସହିତ ଘଟଣାର ତଦନ୍ତ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri