ବିପୁଳ ପରିମାଣର ନକଲି ମଦ ପାଉଚ ଜବତ: ଧରାପଡ଼ିଲେ ୨ ଯୁବକ

ଭବାନୀପାଟଣା,୨୮।୨(ସ୍ବ.ପ୍ର): କଳାହାଣ୍ଡି ଜିଲା ଧର୍ମଗଡ଼ ଅବକାରୀ ବିଭାଗ ମଙ୍ଗଳବାର ଭୋରରେ ଚଢାଉ କରି ବିପୁଳ ପରିମାଣର ନକଲି ମଦ ଜବତ କରିଛି। ଅବକାରୀ ବିଭାଗ ଘଟଣାରେ ସମ୍ପୃକ୍ତ ଥିବା ୨ଜଣଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି।

ମିଳିଥିବା ସୂଚନା ମୁତାବକ, ନକଲି ମଦ ଚୋରା ଚାଲାଣ ହେଉଥିବା ଅବକାରୀ ବିଭାଗକୁ ଖବର ମିଳିଥିଲା। ଏନେଇ ଧର୍ମଗଡ଼ ଅବକାରୀ ଉପନିରୀକ୍ଷକ ଅଜୟ ନାଏକଙ୍କ ନେତୃତ୍ୱରେ ଏକ ଅବକାରା ଟିମ୍‌ ଚଢ଼ାଉ କରିଥିଲା। ଚଢାଉ ବେଳେ ଅଧିକାରୀମାନେ ଏକ ମିନି ପିକ୍‌ଅପ୍‌କୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ୨ହଜାର ନକଲି ପାଉଚ ମଦ ଗାଡ଼ିରୁ ଜବତ କରିଥିଲେ। ଏପରି କି ଗିରଫ ଅଭିଯକ୍ତଙ୍କଠାରୁ ୧୦ ହଜାର ଟଙ୍କା ଜବତ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଅବକାରୀ ବିଭାଗ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri