ଭୁବନେଶ୍ୱର,୨୦।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପୁରୀ ରଥଯାତ୍ରାରେ ଆଶୀର୍ବାଦ ଅଟା ପକ୍ଷରୁ ଏକ ଆକର୍ଷଣୀୟ ଷ୍ଟଲ କରାଯାଇଛି। ଉକ୍ତ ଷ୍ଟଲ୍ ପରିସରରେ ବ୍ରାଣ୍ଡ୍ର ସମସ୍ତ ଉତ୍ପାଦ ସାଙ୍ଗକୁ ଜଗନ୍ନାଥ ମହାପ୍ରଭୁଙ୍କର ଅନେକ ଅନୁଭୂତି ସବୁ ବର୍ଗର ଭକ୍ତ ପାଇପାରିବେ। ଏପରିକି ଚଳିତ ବର୍ଷ ପୁରୀ ରଥଯାତ୍ରାରେ ବ୍ରାଣ୍ଡ୍ ପକ୍ଷରୁ କଳ୍ପନାର ଟୋପି ସହିତ ଏକ ୨୭୦ ଡିଗ୍ରୀ ଇମର୍ସିଭ୍ ଏକ୍ସପେରିଏନ୍ସ ଭକ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିବ ବୋଲି ଆଇଟିସି ଲିମିଟେଡ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ ୨୦୨୩ ଜୁନ୍ ୨୦ରୁ ୨୯ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟ ଗ୍ରାଣ୍ଡରୋଡ (ବଡ଼ଦାଣ୍ଡ) ପୁରୀରେ ଆଇଟିସି ଆଶୀର୍ବାଦର ଆକର୍ଷଣୀୟ ଷ୍ଟଲକୁ ପରିଦର୍ଶନ କରି ଓଡ଼ିଶାର ସମୃଦ୍ଧ ସଂସ୍କୃତିର ଏକ ଅତୁଳନୀୟ ଅନୁଭବ ପାଇବା ସହ ଭାବପୂର୍ଣ୍ଣବେଗ ନାଟକୀୟ ଜଗତରେ ଭକ୍ତ ପଦାର୍ପଣ କରନ୍ତୁ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।
UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ
ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…
ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍, ଜରୁରୀ କାମ ଥିଲେ…
ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…
ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…
ନୂଆଦିଲ୍ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…
ଏହି ୭ ପ୍ରକାରର UPI ପେମେଣ୍ଟ୍ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?
ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…
ଭାରତରେ ପ୍ରବେଶ କରିବ ଆପଲ ପେ’
ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍ ପରିଚିତ। ତେବେ ଆମେରିକାରେ…
ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର
ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍…
ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…
ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…
୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!
ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

