Posted inଜାତୀୟ

ମହାପଞ୍ଚାୟତକୁ ବିପୁଳ ସମର୍ଥନ

ଶାମଲି (ୟୁପି), ୬।୨: ପ୍ରଶାସନର ନିଷିଦ୍ଧାଦେଶକୁ ଭ୍ରୂକ୍ଷେପ ନ କରି ଶୁକ୍ରବାର ଉତ୍ତରପ୍ରଦେଶର ଶାମଲିଠାରେ ହଜାର ହଜାର ଚାଷୀ କିଷାନ ମହାପଞ୍ଚାୟତରେ ଯୋଗଦେଇଛନ୍ତି। ଦିଲ୍ଲୀ ସୀମାରେ ଆନ୍ଦୋଳନରତ କୃଷକଙ୍କ ସମର୍ଥନରେ ଏହି ମହାପଞ୍ଚାୟତର ଆୟୋଜନ କରାଯାଇଥିଲା। ଦୁଇଦିନ ପୂର୍ବରୁ କୋଭିଡ୍‌ କଟକଣା ଲାଗିଥିବା ଦର୍ଶାଇ ରାଜ୍ୟ ସରକାର ସଭା ପାଇଁ ଅନୁମତି ଦେଇ ନ ଥିଲେ। ବହୁସଂଖ୍ୟାରେ ଚାଷୀ ଚାଲି ଚାଲି କିମ୍ବା ଟ୍ରାକ୍ଟରରେ ଆସି ସଭାସ୍ଥଳରେ ପହଞ୍ଚତ୍ଥିଲେ। ସରକାର ଯଦି ଚାଷୀଙ୍କ କଥା ନ ଶୁଣୁଛି, ତେବେ ଆସନ୍ତା ବର୍ଷ ନିର୍ବାଚନରେ ଚାଷୀମାନେ ଅନୁରୂପ ପଦକ୍ଷେପ ନେବାକୁ ଆର୍‌ଏଲ୍‌ଡି ନେତା ଜୟନ୍ତ ଚୌଧୁରୀ ଆହ୍ବାନ ଦେଇଥିଲେ। ହରିୟାଣାର ସିର୍ସାରେ ଶୁକ୍ରବାର ଆୟୋଜିତ ମହାପଞ୍ଚାୟତରେ ଆଇଏନ୍‌ଏଲ୍‌ଡି ନେତା ଅଭୟ ଚୌତାଲା ଉକ୍ତ ସଭାରେ ଉଦ୍‌ବୋଧନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତଦନ୍ତ ବାଟବଣା ନ ହେଉ

ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଅର୍ଚ୍ଚନା ନାଗ ମାମଲାର ନିରପେକ୍ଷ ତଦନ୍ତ ଦାବିରେ ମଙ୍ଗଳବାର ଆନ୍ଦୋଳନର ସ୍ବରକୁ ଯୁବକଂଗ୍ରେସ ଅଧିକ ତେଜିଛି। ଅର୍ଚ୍ଚନାଙ୍କ ସମ୍ପର୍କରେ ରହିଥିବା ଶାସକ ଦଳର ନେତା,...

ରାଜଧାନୀରେ ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ଆରମ୍ଭ…

ନୂଆଦିଲ୍ଲୀ, ୩୦।୧୨: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗୁରୁବାର ସୂଚନା...

ସରିଲା ଏମ୍‌ସିଡି ନିର୍ବାଚନ: ୭ରେ ଫଳାଫଳ

ନୂଆଦିଲ୍ଲୀ,୪।୧୨ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ନିର୍ବାଚନ ରବିବାର ଶେଷ ହୋଇଛି। ରବିବାର ସନ୍ଧ୍ୟା ୫ଟା ୩୦ ପର୍ଯ୍ୟନ୍ତ ପ୍ରାୟ ୫୦ପ୍ରତିଶତ ଭୋଟିଂ ହୋଇଥିବା ରାଜ୍ୟ...

ଉନ୍ନାଓ ପୀଡିତାଙ୍କର ଏମ୍ସରେ ହେବ ଚିକିତ୍ସା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫।୮: ଦୁର୍ଘଟଣାର ଶିକାର ହୋଇ କିଙ୍ଗ ଜର୍ଜସ୍‌ ମେଡିକାଲ କଲେଜରେ ଚିକିତ୍ସିତ ହେଉଥିବା ଉତ୍ତର ପ୍ରଦେଶର ଉନ୍ନାଓ ପୀଡିତାଙ୍କର ଚିକିତ୍ସା ଏବେ ଦିଲ୍ଲୀ ସ୍ଥିତ ଅଲ୍‌...

ବ୍ଲିଚିଂ ପାଉଡ଼ରରେ ବି କରିହେବ ଘର, କାର୍ଯ୍ୟାଳୟ ସାନିଟାଇଜ୍‌

ନୂଆଦିଲ୍ଲୀ,୨୨।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପି ଲୋକଙ୍କ ମଧ୍ୟରେ ସଚେତନତା ବାର୍ତ୍ତା ପ୍ରସାରଣ ଜାରି ରଖିଛନ୍ତି। କରୋନାଠାରୁ ଦୂରେଇ ରହିବା...

ଆଫତାବଙ୍କୁ ନେଇ ଯାଉଥିବା ଭ୍ୟାନ୍‌ ଉପରକୁ ଖଣ୍ଡାରେ ଆକ୍ରମଣ

ନୂଆଦିଲ୍ଲୀ, ୨୮।୧୧: ରାଜଧାନୀ ଦିଲ୍ଲୀର ବହୁଚର୍ଚ୍ଚିତ ଶ୍ରଦ୍ଧା ଓ୍ବାଲକର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଆଫତାବ ପୁନାଓ୍ବାଲାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରାଯାଇଛି। ସୋମବାର ସନ୍ଧ୍ୟାରେ ପୋଲିସ...

ରାଜଧାନୀରେ ସର୍ବାଧିକ କରୋନା ଯୋଦ୍ଧା ସଂକ୍ରମିତ…

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣ ରୋକିବା କ୍ଷେତ୍ରରେ କାର୍ଯ୍ୟ କରୁଥିବା କରୋନା ଯୋଦ୍ଧାମାନେ ଏବେ ଅଧିକରୁ ଅଧିକ କରୋନାରେ ଆକ୍ରାନ୍ତ...

ପୋଲିସର ଶ୍ରେଷ୍ଠ ପଦରେ ବସିଲେ ୫ ଶିଶୁ

ବେଙ୍ଗାଲୁରୁ,୯।୯: ପୋଲିସ ଓ ‘ମେକ୍‌ ଏ ଓ୍ବିସ୍‌’ ଫାଉଣ୍ଡେଶନର ମିଳିତ ସହଯୋଗରେ ୫ଣି ରୋଗଗ୍ରସ୍ତ ଶିଶୁଙ୍କୁ ପୋଲିସ ବିଭାଗର ଶ୍ରେଷ୍ଠ ପଦରେ ଗୋଟିଏ ଦିନ ପାଇଁ...

Advertisement
Archives

Model This Week