ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି ହୋଇଥିଲା। ଖୁଆଡ଼ରୁ ବାହାରକୁ ଆସିବା ପରେ ଗିବନ୍‌ଟି ନନ୍ଦନକାନନ ପରିସରରେ ଥିବା ଏକ ବଡ଼ ଗଛ ଉପରେ ଯାଇ ବସି ରହିଥିଲା।

ଗିବନ୍‌ଟି ଖୁଆଡ଼ରୁ ବାହାରକୁ ଆସିଥିବା ଦେଖି କିଛି ପର୍ଯ୍ୟଟକ ନନ୍ଦନକାନନ କର୍ମଚାରୀଙ୍କୁ ଏନେଇ ସୂଚନା ଦେଇଥିଲେ। ଖବର ପାଇବା ପରେ ନନ୍ଦନକାନନ କର୍ମଚାରୀ ଓ ଟ୍ରାଙ୍କୁଲାଇଜ୍ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଗିବନ୍‌ଟିକୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ।

ତେବେ ଟ୍ରାଙ୍କୁଲାଇଜ୍ ଟିମ୍‌କୁ ଦେଖି ଗିବନ୍‌ଟି ପୁଣି ଖୁଆଡ଼ ଭିତରକୁ ପଶିଯାଇଥିଲା। ଫଳରେ ଗିବନ୍‌ଟିକୁ ନିରାପଦରେ ଖୁଆଡ଼ ଭିତରକୁ ଫେରାଇ ନିଆଯାଇଥିଲା। ଘଟଣାରେ କୌଣସି ଅଘଟଣ ଘଟିନଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ-କରାଚି ରୁଟରେ ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ; ଅଳ୍ପକେ ବର୍ତ୍ତିଲେ ୨୩ ଭାରତୀୟ ନାବିକ

ନୂଆଦିଲ୍ଲୀ,୪।୯: ସେପ୍ଟେମ୍ବର ୨, ୨୦୨୬ ରେ, ଭାରତୀୟ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ରୁଷିଆର ନୋଭୋରୋସିସ୍କରୁ କରାଚୀ ଯାଉଥିବା ମାଲବାହୀ ଜାହାଜ MV BARYON (IMO 9151412)…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା

ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

୧୦ ଏକର ଜମିରେ ଗଞ୍ଜେଇ ଚାଷ :  ୧୨ ହଜାର ଗଛ ନଷ୍ଟ; ୩ ଗିରଫ

କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା…

ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା…

୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!

ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri