ହାଉସ୍‌ ବୋଟ୍‌ ଚଲାଇଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ହୁମା କ୍ୟୁରେଶି ନୂଆ ବର୍ଷ ନେଇ ଛୁଟି କାଟୁଛନ୍ତି। ଏହି ସମୟର ଫଟୋ ଏବଂ ଭିଡିଓ ସେ ପ୍ରଶଂସକଙ୍କ ସହ ସୋସିଆଲ ମିଡିଆ ମାଧ୍ୟମରେ ଶେୟାର କରିଥାନ୍ତି। ନିକଟରେ ହୁମା ନିଜର ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ତାଙ୍କୁ ହାଉସ୍‌ ବୋଟ୍‌ ଚଲାଉଥିବାର ଦେଖିବାକୁ ମଳୁଛି। ଅଭିନେତ୍ରୀ ନାଲ ରଙ୍ଗର ଟପ୍‌ ପିନ୍ଧି ବୋଟ୍‌ ଚଲାଉଛନ୍ତି। ଭିଡିଓରେ ସେ କହୁଛନ୍ତି ଯେ, ପାଇରେଟ୍‌ସ ଅଫ୍‌ କାରିବିୟନ୍‌। ହୁମାଙ୍କ ଏହି ଶୈଳୀକୁ ପ୍ରଶଂସକମାନେ ବହୁତ ପସନ୍ଦ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ମାତ୍ର ୧୧ ମାସ ପରେ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଥିଲେ ଏହି ଅଭିନେତା, ପଡ଼ିଥିଲେ ଗୌରୀଙ୍କ ପ୍ରେମରେ

ବମ୍ବେ: ବଡ଼ ପରଦା ହେଉ ଅଥବା ଛୋଟ ପରଦାର ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ବିବାହ ପରେ ପ୍ରେମରେ ପଡ଼ିଛନ୍ତି। କଥା ଛାଡ଼ପତ୍ର, ତା...

ଡ୍ରଗ୍ସ ମାମଲା: ଏନ୍‌ସିବି କାର୍ଯ୍ୟାଳୟ ପହଞ୍ଚିଲେ ଦୀପିକା, ସାରା-ଶ୍ରଦ୍ଧାଙ୍କୁ ହୋଇପାରେ ଜେରା

ମୁମ୍ବାଇ,୨୬ ।୯: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ ଆସିବା ପରେ ବଲିଉଡ୍‌ର କେତେଜଣ ନାମୀଦାମୀ ବ୍ୟକ୍ତି ବିଶେଷ ଏବେ...

ଆହତ ହେଲେ ସାମନ୍ଥା-ବିଜୟ

ଚେନ୍ନାଇ: ସାଉଥ ସପୁରଷ୍ଟାର ସାମନ୍ଥା ରୁଥ ପ୍ରଭୁ ଓ ବିଜୟ ଦେବରକୋଣ୍ଡା ନିକଟରେ କଶ୍ମୀରରେ ତାଙ୍କର ଅପକମିଂ ଫିଲ୍ମ ‘କୁଶି’ର ଶୁଟିଂ ଶେଷ କରିଛନ୍ତି ।...

ମହିଳାଙ୍କ ସୁରକ୍ଷାକୁ ନେଇ ଟୁଇଟ୍‌ କଲେ ଶିଳ୍ପା

ମୁମ୍ବାଇ,୮।୧୨: ଦେଶରେ ମହିଳାଙ୍କ ଉପରେ ବଢିଚାଲିଥିବା ଅପରାଧକୁ ଦେଖି ଏବେ ସୋସିଆଲ ମିଡିଆରେ ନିଜର ମତ ରଖିଛନ୍ତି ବଲିଉଡ୍‌ ଫିଟ୍‌ କୁଇନ୍‌ ଶିଳ୍ପା ସେଟ୍ଟି। ପ୍ରଧାନମନ୍ତ୍ରୀ...

ଯାହାଙ୍କୁ ଗାଳି କରିଥିଲେ, ତାଙ୍କୁ ମନ ଦେଇ ବସିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କାଜୋଲ ଆଜି ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନେତା ଅଜୟ ଦେବଗନଙ୍କ ସହ ୪ ବର୍ଷର ସମ୍ପର୍କ ପରେ ସେ...

ଏହି ଅଭିନେତ୍ରୀଙ୍କଠାରୁ ଚକୋଲେଟ୍‌ ନେବା ପରେ ଫିଲ୍ମରେ କାମ କରିବାକୁ ରାଜି ହୋଇଥିଲେ ରିଷି କପୁର, ପୂରା ଘଟଣା ଜାଣିଲେ…

ଅଭିନେତା, ଫିଲ୍ମ ନିର୍ମାତା ଏବଂ ନିର୍ଦ୍ଦେଶକ ଥିବା ରିଷି କପୁର ଆଜି ନାହାନ୍ତି ସତ କିନ୍ତୁ ତାଙ୍କ ସ୍ମୃତି ଦର୍ଶକଙ୍କ ମନରେ ଆଜିବି ଜୀବନ୍ତ। ସେ...

ଇନ୍ଦ୍ରଜାଲ

ମଣିଷ ଜୀବନରେ ଅନେକ ଘଟଣା ଘଟିଥାଏ। ବେଳେବେଳେ ସେହି ଘଟଣା ମଧ୍ୟରୁ କେତେକ ପରବର୍ତ୍ତୀ ସମୟରେ ସମସ୍ୟା ସୃଷ୍ଟି କରେ। ଆଉ ତାହାର ଆଶାତୀତ ଦଣ୍ଡ...

ଏକାଠି ହେବାକୁ ଯାଉଛନ୍ତି ୩ ଖାଁ

ମୁମ୍ବାଇ: ବଲିଉଡ୍‌ର ୩ ଖାନ୍‌ କହିଲେ ବୁଝାଏ ଆମିର, ସଲମାନ ଓ ଶାହରୁଖ। କେବେ ଏମାନଙ୍କ ମଧ୍ୟରେ ଭଳ ସମ୍ପର୍କ ନ ଥିବା ବେଳେ ଏବେ...

Advertisement
Archives

Model This Week