ତିନି ବର୍ଷର ଡେଟିଂ ପରେ ଏବେ ଅଲଗା ହେବେ ଏହି ସିଲିବ୍ରିଟି କପୁଲ!

ମୁମ୍ବାଇ: ଅବଶ୍ୟ ସେଲିବ୍ରିଟିଙ୍କ ପାଇଁ ଏହା କିଛି ନୂଆ କଥା ନୁହେଁ । କିନ୍ତୁ ଦୀର୍ଘ ୩ ବର୍ଷର ଡେଟିଂ ପରେ ଏବେ କୁଆଡେ ଅଲଗା ହେବାକୁ ଯାଉଛନ୍ତି ବଲିଉଡ ଅଭିନେତ୍ରୀ ହୁମା କୁରେଶି ଓ ତାଙ୍କ ବୟ ଫ୍ରେଣ୍ଡ ନିର୍ଦ୍ଦେଶକ ମୁଦ୍ଦସର ଅଜିଜ । ହୁମା ଆକ୍ଟିଙ୍ଗକୁ ନେଇ ଯେତିକି ଚର୍ଚ୍ଚାରେ ରୁହନ୍ତି ଏବେ ସେ ତାଙ୍କ ପର୍ସନାଲ ଲାଇଫକୁ ନେଇ ବି ସେତିକି ଚର୍ଚ୍ଚାରେ ରହୁଛନ୍ତି । ଏବେ ଶୁଣିବାକୁ ମିଳିଛି କି ହୁମାଙ୍କର ଅଜିଜଙ୍କ ସହ ବ୍ରେକ ଅପ୍ ହୋଇଯାଇଛି । ଦୀର୍ଘ ୩ ବର୍ଷ ଡେଟିଂ କରିବା ପରେ ଏମାନେ ଅଲଗା ହେବାକୁ ଯାଉଥିବା କୁହାଯାଉଛି ।
ନିକଟରେ ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଥିଲା କି ହୁମା କୁରେଶି ଓ ମୁଦ୍ଦସର ଅଜିଜ ପରସ୍ପରଠାରୁ ଅଲଗା ହେବାକୁ ଯାଉଛନ୍ତି । ଏମାନେ ଅଲଗା ହେବାର ନିଷ୍ପତ୍ତି ନେଇ ସାରିଛନ୍ତି । ଏମାନେ ଅଲଗା ହେଲେ ବି ଏକାଠି ଫିଲ୍ମ ପ୍ରଡ୍ୟୁସ କରିବେ ବୋଲି ଜଣାପଡିଛି । ଏବେ ସେମାନେ ଭଲ ବନ୍ଧୁ ହୋଇ ରହିବେ । କିନ୍ତୁ ଏମାନଙ୍କ ଭିତରେ ଥିବା ଲଭ ଲାଇଫ୍ ଏବେ ଶେଷ ହୋଇଛି କି ନା ସେ ସମ୍ପର୍କରେ କିଛି ସୂଚନା ନାହିଁ । ଉଭୟ ମ୍ୟାଚୁୟର ଥିବାରୁ ଜୀବନରେ ଏସବୁ ଘଟଣା ଘଟେ ବୋଲି ସେମାନେ ବୁଝି ଯାଇଥିବା ବିଶେଷ ସୂତ୍ରରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?