Posted inଜାତୀୟ

ବ୍ୟାଗ୍‌ରୁ ମିଳିଲା ମନୁଷ୍ୟର କଟା ଅଙ୍ଗପ୍ରତ୍ୟଙ୍ଗ

ନୂଆଦିଲ୍ଲୀ,୭।୬: ପୂର୍ବ ଦିଲ୍ଲୀ କଲ୍ୟାଣୀପୁରା ରାମଲୀଳା ପଡ଼ିଆରୁ ପୋଲିସ ମନୁଷ୍ୟର କଟା ହୋଇଥିବା ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ ଭର୍ତ୍ତି ଏକ ବ୍ୟାଗ୍‌ ଜବତ କରିଛି।

ମିଳିଥିବା ସୂଚନା ମୁତାବକ, ପୋଲିସ ରାମଲୀଳା ପଡ଼ିଆ ଅଞ୍ଚଳରେ ପାଟ୍ରୋଲିଂ କରୁଥିଲା। ସେତିକିବେଳେ ପଡ଼ିଆ ପାଖ ଏକ ବୁଦାମୂଳରୁ ପଚାଗନ୍ଧ ଆସିଥିଲା। ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିବା ପରେ ଏକ ବ୍ୟାଗ୍‌ ପାଇଥିଲା। ଏଥିରୁ କଟା ହୋଇଥିବା ମନୁଷ୍ୟ ଶରୀରର ଅଙ୍ଗପ୍ରତ୍ୟଙ୍ଗ ମିଳିଥିଲା। ଏନେଇ ପୋଲିସ ଧାରା ୩୦୨, ୨୦୧ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଡେପୁଟି କମିଶନର ପ୍ରିୟଙ୍କା କଶ୍ୟପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୬୬ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ...

ଘରେ ଘରେ ନଳ ଜଳ ଯୋଜନା ଉପରେ ପ୍ରଶ୍ନ ଚିହ୍ନ, ଉପମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କୀୟଙ୍କୁ ୩୬ ଠିକା…

ପାଟନା,୨୨।୯: ବିହାରରେ ଘରେ ଘରେ ନଳ ଜଳ ଯୋଜନା ନେଇ ସାଧାରଣରେ ପ୍ରଶ୍ନ ଚିହ୍ନ ଉଠିଛି। ଏହି ଯୋଜନାରେ ଉପମୁଖ୍ୟନ୍ତ୍ରୀ ତାରକିଶୋର ପ୍ରସାଦଙ୍କ ପରିବାର ଏବଂ...

ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଛନ୍ତି ନୀତୀଶ: ପିକେଙ୍କ କଟାକ୍ଷ…

ପାଟନା,୬।୬ : ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ବିହାର ମୁଖ୍ୟମନ୍ତ୍ରୀ ନୀତୀଶଙ୍କୁ କଡ଼ା ସମାଲୋଚନା କରିଛନ୍ତି। ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବିରୋଧୀ ଏକତାର...

ଗିରୀଶ ମୁର୍ମୁ ଆଇପିୟୁ ଏକ୍ସଟରନାଲ ଅଡିଟର ନିର୍ବାଚିତ

ନୂଆଦିଲ୍ଲୀ, ୨୧।୧୧: ଭାରତର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ (ସିଏଜି) ଗିରୀଶ ଚନ୍ଦ୍ର ମୁର୍ମୁ ଜେନେଭାସ୍ଥିତ ଇଣ୍ଟରପାର୍ଲାମେଣ୍ଟାରୀ ୟୁନିୟନ (ଆଇପିୟୁ)ର ଏକ୍ସଟରନାଲ ଅଡିଟର ନିର୍ବାଚିତ ହୋଇଛନ୍ତି।...

୮ଟାରୁ ଆରମ୍ଭ ହେବ ଏମ୍‌ସିଡି ନିର୍ବାଚନ ଭୋଟ ଗଣନା

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ ନିର୍ବାଚନ ପାଇଁ ବୁଧବାର ଭୋଟ ଗଣନା ହେବ। ସକାଳ ୮ଟାରୁ ଆରମ୍ଭ ହୋଇ ଦିନ ୧ଟା ଯାଏ ଚାଲିବ। ୧୦...

ଏସ୍‌ପି-ବିଏସ୍‌ପି ମେଣ୍ଟ ଭାଙ୍ଗିଲା

ଲକ୍ଷ୍ନୌ,୪ା୬: ଭାଜପାକୁ କ୍ଷମତାଠାରୁ ଦୂରେଇ ରଖିବା ପାଇଁ ୫ ମାସ ତଳେ ଉତ୍ତରପ୍ରଦେଶରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ଏସ୍‌ପି-ମାୟାବତୀଙ୍କ ବିଏସ୍‌ପିକୁ ନେଇ ଗଠନ ହୋଇଥିବା ମେଣ୍ଟ...

ସବୁଠାରୁ ଶକ୍ତିଶାଳୀ ଯୋଦ୍ଧାକୁ ସୀମାକୁ ପଠାଯାଏ: କାହିଁକି ଏଭଳି କହିଲେ ପାଇଲଟ

ଜୟପୁର,୧୪।୮: ବହୁ ବାଦ ବିବାଦ ପରେ ଶୁକ୍ରବାର ରାଜସ୍ଥାନରେ ବିଧାନସଭା ଅଧିବେଶନ ଆରମ୍ଭ ହୋଇଛି। ବର୍ଷା ଯୋଗୁ ଅଧିବେଶନ ବିଳମ୍ବରେ ଆରମ୍ଭ ହୋଇଥିଲା। ଗେହଲଟଙ୍କ ସରକାରରେ...

ବାୟୁ ପ୍ରଦୂଷଣ କଲେ କୋଟିଏ ଜରିମାନା, ୫ ବର୍ଷ ଜେଲ

ନୂଆଦିଲ୍ଲୀ, ୨୯।୧୦: ଦିଲ୍ଲୀରେ ବାୟୁ ପ୍ରଦୂଷଣସ୍ତର ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି।...

Advertisement
Archives

Model This Week