ଭୁବନେଶ୍ୱର, ୨୧।୭(ବ୍ୟୁରୋ): ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଦିନ ଦୁଇପହରରେ ଏହି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ବାପୁଜୀ ନଗରରେ। ଏଥିରେ ଯୁବକ ଜଣଙ୍କ ଗୁରୁତର ହୋଇଛନ୍ତି। ସେ ହେଲେ ବାପୁଜୀ ନଗର ରଡ୍ଗୋଦାମ ବସ୍ତିରେ ରହୁଥିବା ପି. ନରସିଂହ।
ପ୍ରକାଶ ଯେ, ନରସିଂହ ରାସ୍ତାରେ ଯାଉଥିବା ବେଳେ ୩/୪ ଦୁର୍ବୃତ୍ତ ଆଙ୍କୁ ଏକ ଫାର୍ସା ସାହାଯ୍ୟରେ ଆକ୍ରମଣ କରିଥିଲେ। ଏଥିରେ ନରସିଂହଙ୍କ କାନ୍ଧ, ପିଠି, ହାତରେ ଗଭୀର ଆଘାତ ଲାଗିଛି। ଖବର ପାଇ କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ନରସିଂହକୁ ଉଦ୍ଧାରକରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଏ ନେଇ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଛି। ତେବେ ପୂର୍ବ ଶତ୍ରୁତାକୁ ନେଇ ଏପରି ଘଟିଥିବା କୁହାଯାଉଛି।
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…
ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…
ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…
ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ
ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…
ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…
ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…
ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…
Archives

